ରାୟପୁର: ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ମୁରଲୀଗୁଡ଼ାରେ ଆଜି ସକାଳ ପ୍ରାୟ ୯ଟା ବେଳେ ସିଆରପିଏଫ୍ ଯବାନମାନେ ସର୍ଚ୍ଚ ଅପରେସନ୍ କରୁଥିବା ବେଳେ ମାଓବାଦୀମାନେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରିଥିଲେ। ଏଥିରେ ୫ ସିଆରପିଏଫ୍ ଯବାନ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଅଛନ୍ତି ଦୁଇ ଡେପୁଟି କମାଣ୍ଡାଣ୍ଟ୍- ଏସ୍ ନିବାସ ଓ ପ୍ରଭାତ ତ୍ରିପାଠୀ। ବାକି ୩ ଜଣ ଆହତ ହେଉଛନ୍ତି କନଷ୍ଟେବଳ। ସେମାନଙ୍କୁ ଭଦ୍ରାଚଳମ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣା ପରେ ସେଠାରେ ସିଆରପିଏଫ୍ ପକ୍ଷରୁ କମ୍ବିଂ ଅପରେସନ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।