ଜେଟଲୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗମ୍ଭୀର, ବିଭିନ୍ନ ସ୍ଥାନରେ ଆରୋଗ୍ୟ ପାଇଁ ପୂଜାର୍ଚ୍ଚନା

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗମ୍ଭୀର ରହିଛି। ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ଜେଟଲୀଙ୍କ ଆଶୁ ଆରୋଗ୍ୟ କାମନା କରି ଦେଶର ବିଭିନ୍ନ ସ୍ଥାନରେ ପୂଜାର୍ଚ୍ଚନା କରାଯାଉଥିବା ଦେଖିବାକୁ ମିଳିଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଏଣ୍ଡୋକ୍ରିନୋଲଜି, ନେଫ୍ରୋଲଜି ଓ କାର୍ଡିୟୋଲୋଜି ବିଭାଗର ଏକ ମିଳିତ ଟିମ୍ ନଜର ରଖିଛି। ଆଜି ଜେଟଲୀଙ୍କୁ ଦେଖିବା ପାଇଁ ଆରଏସଏସ ମୁଖ୍ୟ ମୋହନ ଭାଗବତ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ମଧ୍ୟ ଦିଲ୍ଲୀ ଏମ୍ସ ଆସୁଛନ୍ତି। […]

delhi aiims

delhi aiims

Subhransu Sekhar
  • Published: Sunday, 18 August 2019
  • Updated: 18 August 2019, 12:42 PM IST

Sports

Latest News

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗମ୍ଭୀର ରହିଛି। ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ଜେଟଲୀଙ୍କ ଆଶୁ ଆରୋଗ୍ୟ କାମନା କରି ଦେଶର ବିଭିନ୍ନ ସ୍ଥାନରେ ପୂଜାର୍ଚ୍ଚନା କରାଯାଉଥିବା ଦେଖିବାକୁ ମିଳିଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଏଣ୍ଡୋକ୍ରିନୋଲଜି, ନେଫ୍ରୋଲଜି ଓ କାର୍ଡିୟୋଲୋଜି ବିଭାଗର ଏକ ମିଳିତ ଟିମ୍ ନଜର ରଖିଛି।

ଆଜି ଜେଟଲୀଙ୍କୁ ଦେଖିବା ପାଇଁ ଆରଏସଏସ ମୁଖ୍ୟ ମୋହନ ଭାଗବତ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ମଧ୍ୟ ଦିଲ୍ଲୀ ଏମ୍ସ ଆସୁଛନ୍ତି।

ନିଃଶ୍ୱାସ-ପ୍ରଶ୍ୱାସରେ ନେବାରେ କଷ୍ଟ ଅନୁଭବ କରିବାରୁ ଅଗଷ୍ଟ ୯ରେ ଜେଟଲୀ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ। ଅଗଷ୍ଟ ୧୦ରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଟିକିଏ ସୁଧାର ଆସିଥିବା ଚିକିତ୍ସା କରୁଥିବା ଡାକ୍ତରୀ ବିଶେଷଜ୍ଞ ଟିମ୍ କହିଥିଲେ। ତେବେ ଶୁକ୍ରବାର ରାତି ପାଖରୁ ପୁଣି ଥରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହୋଇଯାଇଥିବା ଜଣାପଡ଼ିଛି।

ଜେଟଲୀଙ୍କୁ ଦେଖିବା ପାଇଁ ଦଳୀୟ ନେତାଙ୍କ ସହିତ ଅନ୍ୟ ଦଳର ନେତା ମଧ୍ୟ ଆସୁଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଏମ୍ସ ଆସି ଜେଟଲୀଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିଛନ୍ତି। ଏହା ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ଗୃହମନ୍ତ୍ରୀ ଅମିତ ଶାହ ସମେତ ଅନେକ ନେତା ତାଙ୍କୁ ଦେଖିବା ପାଇଁ ଆସିଥିଲେ।

ସ୍ୱାସ୍ଥ୍ୟ ଭଲ ରହୁନଥିବାରୁ ବିଜେପିର ଏହି ବରିଷ୍ଠ ନେତା ଲୋକସଭା ନିର୍ବାଚନ ଲଢ଼ିନଥିଲେ କି ମନ୍ତ୍ରୀ ପଦ ଗ୍ରହଣ କରିନଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story