ଲଣ୍ଡନ: ବ୍ରିଟେନର ରାଜଧାନୀ ଲଣ୍ଡନ ସ୍ଥିତ ସଂସଦ ନିକଟରେ ଆତଙ୍କବାଦୀଙ୍କ ଆକ୍ରମଣରେ ପୋଲିସ୍ କର୍ମଚାରୀଙ୍କ ସମେତ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି। ଗତକାଲି ଅଧିବେଶନ ଚାଲିଥିବା ବ୍ରିଟେନ ପାର୍ଲାମେଣ୍ଟ ହାଉସ ନିକଟରେ ଏହି ଘଟଣା ଘଟିଥିଲା। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିରେ ଆତଙ୍କବାଦୀ ମୃତ୍ୟୁ ହୋଇଥିଲା। ପାର୍ଲାମେଣ୍ଟରେ ୨୦୦ରୁ ଅଧିକ ସାଂସଦ ଥିବା ବେଳେ ବାହାରେ ଏଭଳି ଘଟଣା ଘଟିଥିଲା। ପରେ ପାର୍ଲାମେଣ୍ଟକୁ ତୁରନ୍ତ ସିଲ କରାଯାଇଥିଲା। ଏହି ଘଟଣା ପରେ ବ୍ରିଟିଶ ପାର୍ଲାମେଣ୍ଟ ଅଧିବେଶନକୁ ସ୍ଥଗିତ କରି ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲା।
ଭାରତ ସହ ସାରା ବିଶ୍ୱ ଏହି ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।