ନୂଆଦିଲ୍ଲୀ: ମଙ୍ଗଳବାର କେନ୍ଦ୍ର ସରକାର କହିଛନ୍ତି ଆଇନରେ ‘ଲଭ୍ ଜିହାଦ୍’ ଶବ୍ଦର କୌଣସି ବର୍ଣ୍ଣନା ନାହିଁ। ଏପରିକି କୌଣସି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ନିକଟରେ ଏଭଳି କୌଣସି ମାମଲା ରୁଜୁ ହୋଇନଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି।
କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀ ଜି କିଶନ୍ ରେଡ୍ଡି କହିଛନ୍ତି, ସମ୍ବିଧାନର ଅନୁଚ୍ଛେଦ ୨୫ ଅନୁଯାୟୀ ସାର୍ବଜନୀକ ବ୍ୟବସ୍ଥା ଓ ନୈତିକତା ଆଦି କାରଣରୁ ଧର୍ମ ଅଭ୍ୟାସ ଏବଂ ପ୍ରଚାର କରାଯାଇପାରିବ। କେରଳ ହାଇକୋର୍ଟ ସମେତ ବେଶ କିଛି କୋର୍ଟ ଏହାକୁ କାଏମ ରଖିଛନ୍ତି। ଏକ ଲିଖିତ ପ୍ରଶ୍ନର ଉତ୍ତର ରଖି ସେ ଏଭଳି କହିଛନ୍ତି।
କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଅନ୍ୟ ଧର୍ମରେ ବିବାହ ନେଇ ୨ଟି ମାମଲାରେ ଏଯାଏ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ତଦନ୍ତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜହ୍ଲାଦ ପାଲଟିଲା ସ୍ୱାମୀ, ତୃତୀୟ ଝିଅ ଜନ୍ମ ହେବାରୁ ସ୍ତ୍ରୀକୁ ଜୀଅନ୍ତା ଜାଳିଦେଲା
ପୁଲିସ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ସ୍ୱାମୀକୁ ଗିରଫ କରିଛି।
National
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବିଶ୍ୱ ଚେସ୍ ଚାମ୍ପିଅନ୍ ଡି. ଗୁକେଶ
ମୋଦିଙ୍କୁ ନିଜ ବିଶ୍ୱ ଚେସ୍ ଚାମ୍ପିଅନସିପ୍ ମେଡାଲ୍ ଦେଖାଇବା ସହିତ, ସେ ଜିତିଥିବା ମ୍ୟାଚର ଅରିଜିନାଲ୍ ଚେସବୋର୍ଡ ପ୍ରଧାନମନ୍ତ୍ରୀଙ୍କୁ ଉପହାର ଦେଇଛନ୍ତି ଗୁକେଶ।
Crime
କବାଟ ଲକରେ କେମିତି ଝୁଲିଲେ ମହିଳା? ହତ୍ୟା ଅଭିଯୋଗ ଆଣିଲେ ସ୍ୱାମୀ
ମହିଳାଙ୍କ ମୃତଦେହ ତାଙ୍କ ଘର କବାଟର ଲକରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରିଛି ପୁଲିସ। ମହିଳାଙ୍କୁ ଜଣେ ପୁଲିସ କନଷ୍ଟେବଲ ହତ୍ୟା କରିଥିବା ତାଙ୍କ ସ୍ୱାମୀ ଅଭିଯୋଗ ଆଣିଛନ୍ତି।
Accident
ଅଭିନେତ୍ରୀଙ୍କ କାର ଧକ୍କାରେ ଶ୍ରମିକ ମୃତ, ଏକାଧିକ ଗୁରୁତର
ଲୋକପ୍ରିୟ ମରାଠି ଅଭିନେତ୍ରୀ ଉର୍ମିଳା କୋଠାରେ ଏକ ଶୁଟିଂ ସାରି ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା।
National
ଦିଲ୍ଲୀରେ ୧୦୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା, ବାୟୁ ମାନରେ ଆସିଲା ଉନ୍ନତି
ଦିଲ୍ଲୀରେ ତୁହାକୁ ତୁହା ବର୍ଷା ଜାରି ରହିଛି। ଫଳରେ ଦିନର ସର୍ବାଧିକ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସକୁ ଖସିଛି। ବର୍ଷା କାରଣରୁ ବାୟୁ ଗୁଣବତ୍ତାରେ ଉନ୍ନତି ଘଟିଛି ଏବଂ ବର୍ତ୍ତମାନ ସହରରୁ GRAP-3ର ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି।