ହୋଲି ପୂର୍ବରୁ କମିଲା ଏଲପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ: ହୋଲି ପୂର୍ବରୁ ଏଲପିଜି ସିଲିଣ୍ଡରର ଦାମ କମାଇଛନ୍ତି ତୈଳ କମ୍ପାନୀ। ମାର୍ଚ୍ଚ ଆରମ୍ଭରୁ ସବସିଡିଯୁକ୍ତ ୧୪.୨ କିଲୋଗ୍ରାମ ଏଲପିଜି ସିଲିଣ୍ଡର ୫୩ ଟଙ୍କା ଶସ୍ତା ହୋଇଛି। ସେହିପରି ୧୯ କିଲୋଗ୍ରାମର କମର୍ସିଆଲ ସିଲିଣ୍ଡର ୮୪.୫୦ ଟଙ୍କା ଶସ୍ତା ହୋଇଛି। ରାଜଧାନୀ ଦିଲ୍ଲୀରେ ଏଲିପିଜି ଗ୍ୟାସର ଦାମ ୮୫୮.୫୦ ଟଙ୍କା ରହିଥିବା ବେଳେ ଆଜିଠାରୁ ଏହା ୮୦୫.୫୦ ଟଙ୍କାରେ ଉପଲବ୍ଧ ହେବ। କୋଲକାତାରେ ୮୩୯.୫୦ ପଇସା, ମୁମ୍ୱାଇରେ ୭୭୬.୫୦ ପଇସା ଓ ଚେନ୍ନାଇରେ ୮୨୬ ଟଙ୍କା ହୋଇଛି […]

gas

gas

Subhransu Sekhar
  • Published: Sunday, 01 March 2020
  • Updated: 01 March 2020, 01:04 PM IST

Sports

Latest News

ନୂଆଦିଲ୍ଲୀ: ହୋଲି ପୂର୍ବରୁ ଏଲପିଜି ସିଲିଣ୍ଡରର ଦାମ କମାଇଛନ୍ତି ତୈଳ କମ୍ପାନୀ। ମାର୍ଚ୍ଚ ଆରମ୍ଭରୁ ସବସିଡିଯୁକ୍ତ ୧୪.୨ କିଲୋଗ୍ରାମ ଏଲପିଜି ସିଲିଣ୍ଡର ୫୩ ଟଙ୍କା ଶସ୍ତା ହୋଇଛି। ସେହିପରି ୧୯ କିଲୋଗ୍ରାମର କମର୍ସିଆଲ ସିଲିଣ୍ଡର ୮୪.୫୦ ଟଙ୍କା ଶସ୍ତା ହୋଇଛି।

ରାଜଧାନୀ ଦିଲ୍ଲୀରେ ଏଲିପିଜି ଗ୍ୟାସର ଦାମ ୮୫୮.୫୦ ଟଙ୍କା ରହିଥିବା ବେଳେ ଆଜିଠାରୁ ଏହା ୮୦୫.୫୦ ଟଙ୍କାରେ ଉପଲବ୍ଧ ହେବ। କୋଲକାତାରେ ୮୩୯.୫୦ ପଇସା, ମୁମ୍ୱାଇରେ ୭୭୬.୫୦ ପଇସା ଓ ଚେନ୍ନାଇରେ ୮୨୬ ଟଙ୍କା ହୋଇଛି ସିଲିଣ୍ଡର ଦାମ।

ସୂଚନାଯୋଗ୍ୟ, ଗତ ମାସରେ ୧୨ ଫେବୃଆରୀରୁ ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ ବଢ଼ିଥିଲା। ସବସିଡିଯୁକ୍ତ ରନ୍ଧନ ଗ୍ୟାସ ସିଲିଣ୍ଡରର ମୂଲ୍ୟ ପ୍ରାୟ ୧୫୦ ଟଙ୍କା ବୃଦ୍ଧି ପାଇଥିଲା। ସେହିପରି ମେଟ୍ରୋ ସହରରେ ଅଣ ସବସିଡି ୧୪.୨ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୪୪.୫୦ ରୁ ୧୪୯ ଟଙ୍କାକୁ ବୃଦ୍ଧି ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story