ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ମହେଶ ଶର୍ମାଙ୍କ ସୁରକ୍ଷାକର୍ମୀ ଗାଜିଆବାଦର ହାଉସିଂବୋର୍ଡ ସୋସାଇଟିର ସିକ୍ୟୁରିଟି ଗାର୍ଡକୁ ମାଡ଼ ମାରିଥିବା ନେଇ ଶର୍ମା କହିଛନ୍ତି,“ସିକ୍ୟୁରିଟି ଗାର୍ଡଙ୍କୁ ମାରିଥିବା ସୁରକ୍ଷାକର୍ମୀ ମୋର ନ ଥିଲେ। ସେମାନେ ପ୍ରାଇଭେଟ ସୁରକ୍ଷାକର୍ମୀ ଥିଲେ।”
ସେ ଆହୁରି କହିଛନ୍ତି, “ମୋ ଗାଡ଼ି ଯିବା ପରେ ଏହି ଘଟଣା ଘଟିଥିଲା। ଏହି ଘଟଣା ପାଇଁ ମୁଁ ଆରଡବ୍ଲୁ ନିକଟରେ କ୍ଷମା ମାଗିଛି। ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତ ସୁରକ୍ଷାକର୍ମୀଙ୍କୁ ଚାକିରିରୁ ବାହାର କରି ଦିଆଯାଇଛି। ମୁଁ ଏହାଠୁ ଅଧିକ କ’ଣ କରିପାରିବି?”
ଗତକାଲି ସଂନ୍ଧ୍ୟା ୫ଟା ବେଳେ ଗାଜିଆବାଦର ଏକ ଗ୍ରୁପର ହାଉସିଂ ସୋସାଇଟି ଫାଟକ ନିକଟରେ ସିକ୍ୟୁରିଟି ଗାର୍ଡ ମହେଶ ଶର୍ମାଙ୍କ ଗାଡ଼ିକୁ ଅଟକାଇବା ନେଇ ମନ୍ତ୍ରୀଙ୍କ ସୁରକ୍ଷାକର୍ମୀ ୩ ଜଣ ସିକ୍ୟୁରିଟି ଗାର୍ଡଙ୍କୁ ମାଡ଼ ମାରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।