ବିହାର: ବିହାର ଅରରିଆ ଭରଗାମା ଅଞ୍ଚଳରେ ଥିବା ଏକ ସରକାରୀ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୮୦ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ମଧ୍ୟାହ୍ନ ଭୋଜନ ଖାଇବା ପରେ ଅନେକ ଛାତ୍ରଛାତ୍ରୀଙ୍କ ବାନ୍ତି ହୋଇଥିଲା। ସେମାନଙ୍କୁ ତୁରନ୍ତ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଖାଦ୍ୟ ବିଷାକ୍ତ ହେବା ଯୋଗୁଁ ଏପରି ହୋଇଥିବା ଡାକ୍ତର କହିଛନ୍ତି। ପିଲାଙ୍କ ପାଇଁ ରନ୍ଧା ଯାଇଥିବା ଖାଦ୍ୟରେ ଏକ ମଲା ଝିଟପିଟି ପଡିଯାଇଥିବାରୁ ଉକ୍ତ ଖାଦ୍ୟକୁ ଖାଇ ପିଲାମାନେ ଅସୁସ୍ଥ ହୋଇଯାଇଥିଲେ । ଏହା ପୂର୍ବରୁ ବିହାରରେ ମଧ୍ୟାହ୍ନ ଭୋଜନ ଖାଇ ୫୦ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
National
ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା
ବିଜେପି ପକ୍ଷରୁ ଜର୍ଜଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ବିରୋଧ କରାଯାଇଛି। ଏହାକୁ କ୍ଷମତାସୀନ ଏଲଡିଏଫ ସରକାରଙ୍କର ଗୋଟିଏ ରାଜନୀତିକ ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ କୁହାଯାଇଛି।
Politics
୨୦୨୬ କୋଟି କ୍ଷତି ସହିଛି ଦିଲ୍ଲୀ: ବିଜେପି ଟାର୍ଗେଟରେ ଆପ୍
ଲିକ୍ ହୋଇଥିବା ସିଏଜି ରିପୋର୍ଟକୁ ଆଧାର କରି ବିଜେପି କହିଛି ଯେ ଦିଲ୍ଲୀର କ୍ଷମତାସୀନ ଆପ୍ ଅବକାରୀ ନୀତି ଲାଗୁ କରିଛି। ଏଥିଯୋଗୁ ରାଜ୍ୟବାସୀ ୨୦୨୬ କୋଟି ଟଙ୍କାର କ୍ଷତି ସହିଛନ୍ତି।
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।