ଭୋପାଲ: ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ସୁସ୍ଥ ହୋଇଯାଇଛନ୍ତି। ତାଙ୍କର କରୋନା ଟେଷ୍ଟ ରିପୋର୍ଟ ଆଜି ନେଗେଟିଭ ଆସିବାରୁ ତାଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।
ହସ୍ପିଟାଲରୁ ଡିସଚାର୍ଜ ହୋଇଥିଲେ ହେଁ ଡାକ୍ତରମାନେ ଶ୍ରୀ ଚୌହାନଙ୍କୁ ୧୧ ଦିନ ହୋମ କ୍ୱାରେଣ୍ଟାଇନ ଓ ୭ ଦିନ ଯାଏ ନିଜର ସ୍ୱାସ୍ଥ୍ୟ ନିଜେ ଯାଞ୍ଚ କରିବାକୁ ପରାମର୍ଶ ଦେଇଛନ୍ତି।
ଜୁଲାଇ ୨୬ରେ ୬୧ ବର୍ଷୀୟ ଚୌହାନ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।