ଭୋପାଳ: ମଧ୍ୟପ୍ରଦେଶର ହୋସଙ୍ଗାବାଦ ଜିଲ୍ଲାର ଏକ ବ୍ରିଜ ଉପରୁ ଚଳନ୍ତା ବସ୍ ମଙ୍ଗଳବାର ନଦୀ ମଧ୍ୟକୁ ଖସିପଡିବାରୁ ୭ ମହିଳାଙ୍କ ସମେତ ୧୫ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣରେ ୩୮ଜଣ ଗୁରୁତର ଆହତ ହୋଇଛନ୍ତି। ବସଟି ଏକ ବିବାହ କାର୍ଯ୍ୟରେ ଯୋଗ ଦେବା ପାଇଁ ଇନ୍ଦୋରରୁ ଛିଣ୍ଡୱାଡାର ଚାନ୍ଦମୋଟାକୁ ଯିବା ବାଟରେ ଦୁର୍ଘଟଣାଗସ୍ତ ହୋଇଥିଲା। ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଗୁରୁତରଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି।
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ୍ ଏ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହାସହ ସେ ମୃତକଙ୍କ ପରିବାରକୁ ୧.୫ଲକ୍ଷ ଟଙ୍କା, ଗୁରୁତରଙ୍କୁ ପାଇଁ ୫୦ହଜାର ଟଙ୍କା ଓ ସାମାନ୍ୟ ଗୁରୁତରଙ୍କ ପାଇଁ ୨୫ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।