ମୁମ୍ବାଇ ଓ ପୁଣେରେ ୨ ସପ୍ତାହ ଯାଏ ବଢ଼ିବ ଲକଡାଉନ ଅବଧି

ମୁମ୍ବାଇ: ମହାମାରୀ କରୋନା ପାଇଁ ମୁମ୍ବାଇ ଓ ପୁଣେରେ ଲକଡାଉନ ଅବଧିକୁ ଆଉ ୨ ସପ୍ତାହ ବୃଦ୍ଧି କରିବାକୁ ମହାରାଷ୍ଟ୍ର ସରକାର ଯୋଜନା କରୁଛନ୍ତି। ଏନେଇ ଆଜି କ୍ୟାବିନେଟ ବୈଠକ ବସିଥିଲା। ବୈଠକ ସମ୍ପର୍କରେ କୌଣସି ତଥ୍ୟ ସାର୍ବଜନୀନ କରାଯାଇ ନଥିଲେ ହେଁ ମୁମ୍ବାଇ ଓ ପୁଣେରେ ଲକଡାଉନ ଅବଧିକୁ ଦୁଇ ସପ୍ତାହ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ମହାରାଷ୍ଟ୍ରର ମୁମ୍ବାଇ ଓ ପୁଣେରେ ହିଁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ସରକାର ଏଭଳି […]

y

y

Hemant Lenka
  • Published: Wednesday, 08 April 2020
  • Updated: 08 April 2020, 04:00 PM IST

Sports

Latest News

ମୁମ୍ବାଇ: ମହାମାରୀ କରୋନା ପାଇଁ ମୁମ୍ବାଇ ଓ ପୁଣେରେ ଲକଡାଉନ ଅବଧିକୁ ଆଉ ୨ ସପ୍ତାହ ବୃଦ୍ଧି କରିବାକୁ ମହାରାଷ୍ଟ୍ର ସରକାର ଯୋଜନା କରୁଛନ୍ତି। ଏନେଇ ଆଜି କ୍ୟାବିନେଟ ବୈଠକ ବସିଥିଲା।

ବୈଠକ ସମ୍ପର୍କରେ କୌଣସି ତଥ୍ୟ ସାର୍ବଜନୀନ କରାଯାଇ ନଥିଲେ ହେଁ ମୁମ୍ବାଇ ଓ ପୁଣେରେ ଲକଡାଉନ ଅବଧିକୁ ଦୁଇ ସପ୍ତାହ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ମହାରାଷ୍ଟ୍ରର ମୁମ୍ବାଇ ଓ ପୁଣେରେ ହିଁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ସରକାର ଏଭଳି ନିଷ୍ପତ୍ତି ନେବାକୁ ଯୋଜନା କରିଛନ୍ତି।

ସେହିପରି କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ, ଯେଉଁ ପରିବାରର ବାର୍ଷିକ ଆୟ ୧୫ ହଜାରରୁ ୧ ଲକ୍ଷ ଟଙ୍କା ମଧ୍ୟରେ ଥିବ ସେମାନଙ୍କୁ ରିହାତି ଦରରେ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯିବ। ଶିବ ଥାଲି ଯୋଜନାରେ ସମସ୍ତ ଲୋକଙ୍କୁ ୩ ମାସ ଯାଏ ୫ଟଙ୍କାରେ ଖାଦ୍ୟ ଯୋଗାଇ ଦିଆଯିବ। ପୂର୍ବରୁ ୧୦ ଟଙ୍କା ଏହା ମିଳୁଥିଲା। ପ୍ରଥମଥର ପାଇଁ ମହାରାଷ୍ଟ୍ରର କ୍ୟାବିନେଟ ବୈଠକ ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story