ମହାରାଷ୍ଟ୍ରରେ ୨୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ମୁମ୍ୱାଇ: ମହାରାଷ୍ଟ୍ରରେ ଦ୍ରୁତଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୧,୧୬୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦,୨୨୮ ଛୁଇଁଛି। ତେବେ ୨୪ ଘଣ୍ଟାରେ ୪୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭୭୯ ଜଣ ଆରୋଗ୍ୟ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଚିନ୍ତାର ବିଷୟ ହେଉଛି ଯେ କେବଳ ମୁମ୍ୱାଇରୁ ୭୨୨ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। […]

corona-1-1

corona-1-1

Subhransu Sekhar
  • Published: Saturday, 09 May 2020
  • Updated: 09 May 2020, 10:54 PM IST

ମୁମ୍ୱାଇ: ମହାରାଷ୍ଟ୍ରରେ ଦ୍ରୁତଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୧,୧୬୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦,୨୨୮ ଛୁଇଁଛି। ତେବେ ୨୪ ଘଣ୍ଟାରେ ୪୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭୭୯ ଜଣ ଆରୋଗ୍ୟ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଚିନ୍ତାର ବିଷୟ ହେଉଛି ଯେ କେବଳ ମୁମ୍ୱାଇରୁ ୭୨୨ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୨୭ ଜଣଙ୍କର ମୃତ୍ୟୁ ଘଟିଛି।

ରାଜ୍ୟରେ ମୋଟ୍ ୨୦,୨୨୮ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ମୁମ୍ୱାଇରୁ ଶନିବାର ସୁଦ୍ଧା ୧୨,୮୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୮୯ ଜଣ ଦେଢ଼ ମାସ ଭିତରେ କରୋନାକୁ ପରାସ୍ତ କରିଛନ୍ତି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ଅଧିକ ଆକ୍ରାନ୍ତ ମହାରାଷ୍ଟ୍ରରୁ ଦେଖିବାକୁ ମିଳିଛି। ସେହିପରି ଗୁଜରାଟରେ ଆକ୍ରାନ୍ତଙ୍କ ସଂଖ୍ୟା ମହାରାଷ୍ଟ୍ର ଅପେକ୍ଷା କମ୍ ରହିଛି ହେଲେ ମୃତକଙ୍କ ସଂଖ୍ୟା ଢ଼େର ଅଧିକ ରହିଛି।

ସୂଚନାଯୋଗ୍ୟ, ଭାରତରେ ୩୯,୮୩୪ ଜଣ କରୋନା ଆକ୍ରାନ୍ତ ସକ୍ରିୟ ରହିଥିବା ବେଳେ ୧୭,୮୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ ୧,୯୮୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୯,୬୬୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story