ମୁମ୍ବାଇ: ଏକ ବିରଳ ଘଟଣାକ୍ରମରେ ମୁମ୍ବାଇର ଜଣେ ମହିଳା ୨୦ ଥର ପାଇଁ ଗର୍ଭବତୀ ହୋଇଥିବା ସ୍ଥାନୀୟ ଜଣେ ଡାକ୍ତର ସୂଚନା ଦେଇଛନ୍ତି। ସବୁଠାରୁ ବଡ଼ କଥା ହେଉଛି ବର୍ତ୍ତମାନ ତାଙ୍କର ୧୧ ଜଣ ସନ୍ତାନ ଅଛନ୍ତି। ଏହି ମହିଳାଙ୍କୁ ବର୍ତ୍ତମାନ ୩୮ ବର୍ଷ। ତାଙ୍କର ୧୬ ଥର ସଫଳ ପ୍ରସବ ହୋଇଛି। ଅନ୍ୟପକ୍ଷରେ ୩ଥର ଆବରସନ୍ କରାଯାଇଥିଲା। ସେ ୩ ମାସର ଗର୍ଭବତୀ ହୋଇଥିବା ସମୟରେ ୩ଥର ଏଭଳି ଆବରସନ୍ କରାଯାଇଥିଲା। ବର୍ତ୍ତମାନ ସେ ସାତ ମାସର ଗର୍ଭବତୀ ଅଛନ୍ତି।
ପ୍ରତିଥର ସେ ଥରକେ ଗୋଟିଏ ସନ୍ତାନ ଜନ୍ମ କରିଥିବାବେଳେ ୫ଟି ସନ୍ତାନ ଜନ୍ମ ହେବାର କିଛି ସମୟ ମଧ୍ୟରେ ମୃତ୍ୟୁବରଣ କରିଥିଲେ। ବର୍ତ୍ତମାନ ୧୧ ଜଣ ଜୀବିତ ଅଛନ୍ତି।
ସ୍ଥାନୀୟ ସ୍ୱାସ୍ଥ୍ୟ ଅଧିକାରୀ ତାଙ୍କର ଏହି ଜନ୍ମଧାରଣ ରେକର୍ଡ ବାବଦରେ ଜାଣିବାପରେ ଆଶ୍ଚର୍ଯ୍ୟ ହୋଇଥିଲେ। ଏହାପରେ ତାଙ୍କୁ ତୁରନ୍ତ ହସ୍ପିଟାଲକୁ ନିଆଯିବା ସହ ଔଷଧ ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଉଭୟ ମା’ ଓ ସନ୍ତାନ ସୁସ୍ଥ ଥିବା ଜଣାପଡ଼ିଛି। କିଛି ସମସ୍ୟା ନହେବାପାଇଁ ସ୍ୱାସ୍ଥ୍ୟ ସହ ପରିଚ୍ଛନ୍ନତାର ଯତ୍ନ ନେବାକୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।