ଇଞ୍ଜିନିୟରଙ୍କ ଉପରକୁ କାଦୁଅ ଫିଙ୍ଗି ବନ୍ଧା ହେଲେ କଂଗ୍ରେସ ବିଧାୟକ

ନୂଆଦିଲ୍ଲୀ: ଜଣେ ଇଞ୍ଜିନିୟରଙ୍କ ଉପରେ କାଦୁଅ ଫିଙ୍ଗିବା ସହ  ଖୁଣ୍ଟରେ ବାନ୍ଧିବା ଘଟଣା ମହାରାଷ୍ଟ୍ରର କଂଗ୍ରେସ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ସରକାରୀ ଅଫିସରଙ୍କୁ ଦୁର୍ବ୍ୟବହାର ଏବଂ ଆକ୍ରମଣ ଅଭିଯୋଗରେ କଂଗ୍ରେସ ବିଧାୟକ ନିତେଶ ରାଣେ ଓ ତାଙ୍କ ଦୁଇ ଜଣ ସମର୍ଥକଙ୍କୁ ପୁଲିସ୍‌ ଗିରଫ କରିଛି। ବିଧାୟକ ନିତେଶ ପୁଲିସ୍‌ ନିକଟରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ବିଧାୟକ ଓ ତାଙ୍କ ୪୦ରୁ ୫୦ ଜଣ ସମର୍ଥକଙ୍କ ବିରୋଧରେ  ଆଇପିସି ଧାରା ୩୫୩, ୩୪୨,୩୩୨, ୩୨୪,୩୨୩, ୧୨୦(A), ୧୪୭, […]

Nitish-Rane

Nitish-Rane

Subhransu Sekhar
  • Published: Friday, 05 July 2019
  • Updated: 05 July 2019, 09:23 AM IST

Sports

Latest News

ନୂଆଦିଲ୍ଲୀ: ଜଣେ ଇଞ୍ଜିନିୟରଙ୍କ ଉପରେ କାଦୁଅ ଫିଙ୍ଗିବା ସହ  ଖୁଣ୍ଟରେ ବାନ୍ଧିବା ଘଟଣା ମହାରାଷ୍ଟ୍ରର କଂଗ୍ରେସ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ସରକାରୀ ଅଫିସରଙ୍କୁ ଦୁର୍ବ୍ୟବହାର ଏବଂ ଆକ୍ରମଣ ଅଭିଯୋଗରେ କଂଗ୍ରେସ ବିଧାୟକ ନିତେଶ ରାଣେ ଓ ତାଙ୍କ ଦୁଇ ଜଣ ସମର୍ଥକଙ୍କୁ ପୁଲିସ୍‌ ଗିରଫ କରିଛି। ବିଧାୟକ ନିତେଶ ପୁଲିସ୍‌ ନିକଟରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ବିଧାୟକ ଓ ତାଙ୍କ ୪୦ରୁ ୫୦ ଜଣ ସମର୍ଥକଙ୍କ ବିରୋଧରେ  ଆଇପିସି ଧାରା ୩୫୩, ୩୪୨,୩୩୨, ୩୨୪,୩୨୩, ୧୨୦(A), ୧୪୭, ୧୪୩, ୫୦୪ ଓ ୫୦୬ରେ ମାମଲା ରୁଜୁ କରାଯାଇଛି।

ଏନେଇ ସିନ୍ଧୁଦୁର୍ଗ ଏସ୍‌ପି ଦୀକ୍ଷିତ ଗେଦାମ କହିଛନ୍ତି,“ ବିଧାୟକ ନିତେଶ ରାଣେ ଓ ତାଙ୍କ ଦୁଇ ଜଣ ସମର୍ଥକଙ୍କୁ ଗିରଫ କରାଯାଇଛି। ସେମାନଙ୍କୁ ଆଜି କୋର୍ଟଚାଲାଣ କରାଯିବ। ଏହି ଘଟଣାର ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବାକୁ ଚେଷ୍ଟା ଜାରି ରହିଛି।” ନିତେଶ ରାଣେ ହେଉଛନ୍ତି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ।

ସୂଚନାଯୋଗ୍ୟ, ମୁମ୍ୱାଇ-ଗୋଆ ହାଇୱେ ନିକଟରେ ଥିବା ପୋଲ ଉପରେ କଂଗ୍ରେସ ବିଧାୟକ ନିତେଶ ଓ ତାଙ୍କ ସମର୍ଥକମାନେ ରାସ୍ତା କାମର ସମୀକ୍ଷା ପାଇଁ ଯାଇଥିଲେ। ରାସ୍ତା କାମ ବହୁତ ନିମ୍ନମାନର ହୋଇଥିବା ଦେଖିବାକୁ ପାଇଥିଲେ। ଏହାପରେ ଉଭୟ ବିଧାୟକ ଓ ତାଙ୍କ  ସମର୍ଥକ ଇଞ୍ଜିନିୟର ପ୍ରକାଶ ଶେଡକରଙ୍କୁ ଗାଳିଗୁଲଜ କରିଥିଲେ। ଏହାପରେ ପ୍ରକାଶଙ୍କ ଉପରକୁ କାଦୁଅ ଫିଙ୍ଗିଥିଲେ। ଏହାପରେ ମଧ୍ୟ ସେମାନଙ୍କ ରାଗ ଶାନ୍ତ ହୋଇନଥିଲା। ସଂଘବଧ ଭାବରେ ସମ୍ପୃକ୍ତ ଇଞ୍ଜିନିୟରଙ୍କୁ ନିକଟରେ ଥିବା  ଖୁଣ୍ଟିରେ ବାନ୍ଧି ଦେଇଥିଲେ। ଏହି ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେବା ପରେ ପୁଲିସ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ପୂର୍ବରୁ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ର ବିଧାୟକ ସରୋଜ ମେହେର ରାସ୍ତା କାମ ନିମ୍ନ ମାନର ହୋଇଥିବା ଦର୍ଶାଇ ଜଣେ ଇଞ୍ଜିନିୟରଙ୍କୁ ବସ୍ଉଠ କରିଥିଲେ। ଏବେ ସେ ଜେଲରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story