ମୁମ୍ବାଇ: ମହାରାଷ୍ଟ୍ରର ଥାଣେରେ ଏକ ପୁରୁଣା କୋଠା ଭୁଶୁଡ଼ି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ଗତକାଲି ରାତି ପ୍ରାୟ ୧୧ଟା ବେଳେ ଏହି ଘଟଣା ଘଟିଥିଲା। କୋଠାଟି ଭୁଶୁଡ଼ି ପଡ଼ିବା ପରେ ତୁରନ୍ତ ୨୨ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ଘଟଣାସ୍ଥାଳରେ ଏନଡିଆରଏଫ୍ ଓ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ କରାଯାଇଥିଲା। ଥାନେ ଜିଲ୍ଲା ଦୋମ୍ୱିଭାଲିରେ ଥିବା ଏହି ୩ ମହଲା ପୁରୁଣା କୋଠାରେ ପ୍ରାୟ ୧୫ଟି ପରିବାର ରହୁଥିଲେ। କୋଠାଟି ବିପଦଜନକ ବୋଲି ପୂର୍ବରୁ ଘୋଷଣା ହୋଇଥିବା ସାରିଥିବା ବେଳେ ପ୍ରଶାସନ ପକ୍ଷରୁ ଏହାକୁ ଭାଙ୍ଗିବା ଲାଗି ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସୁଟକେସ୍ ଭିତରୁ ପୋଡ଼ା ମୃତଦେହ ପାଇଥିବା ପୁଲିସ୍ କେମିତି ହତ୍ୟାକାରୀ ପାଖରେ ପହଞ୍ଚିଲା?
ସୁଟକେସ ଭିତରୁ ମିଳିଥିବା ପୋଡ଼ା ମୃତଦେହର ତଦନ୍ତ କରିବା ବେଳେ ପୁଲିସ୍ ଲିଭ ଇନରୁ ଆରମ୍ଭ ହୋଇଥିବା କାହାଣୀ କେମିତି ଭୟଙ୍କର ହତ୍ୟାକାଣ୍ଡର ରୂପ ନେଇଥିଲା, ସେକଥା ଜାଣି ପାରିଛି।
National
ଲାଗୁ ହେଲା UCC: ବାହାଘର, ଛାଡ଼ପତ୍ର, ହଲାଲା ଓ ଉତ୍ତରାଧିକାର ଉପରେ କେମିତି ପଡ଼ିବ ପ୍ରଭାବ?
ବ୍ୟକ୍ତିଗତ ଆଇନଗୁଡ଼ିକୁ ରଦ୍ଦ କରି ଦେଶର ସମସ୍ତ ନାଗରିକଙ୍କୁ ସେମାନଙ୍କ ଧର୍ମ ଓ ଜାତି ନିର୍ବିଶେଷରେ ଗୋଟିଏ ପ୍ରକାରର ନିୟମରେ ବାନ୍ଧି ହୋଇ ରହିବାକୁ ୟୁସିସିରେ ବ୍ୟବସ୍ଥା ରହିଛି।
National
ଆତଙ୍କବାଦୀ ଠାରୁ ଅର୍ଥନୀତିକ ଅପରାଧୀ: କେବେ ଭାରତ ଫେରିବେ ଏହି ୫ ପଳାତକ?
ରାଣା ବ୍ୟତୀତ ଭାରତରେ ଅପରାଧ ଘଟାଇ ବିଦେଶ ଫେରାର ହୋଇଯାଇଥିବା ଆଉ କିଛି ପଳାତକଙ୍କୁ ମଧ୍ୟ ନୂଆଦିଲ୍ଲୀ ଏଠାକାର ନ୍ୟାୟିକ ପ୍ରକ୍ରିୟାରେ ସାମିଲ କରିବାକୁ ଉଦ୍ୟମ ଜାରି ରଖିଛି।
Crime
କାହିଁକି ନିଜ ଗୁପ୍ତାଙ୍ଗରେ ସର୍ଜିକାଲ ବ୍ଲେଡ ଭର୍ତ୍ତି କରି ଦେଲେ ଦୁଷ୍କର୍ମ ପୀଡ଼ିତା ?
ଯୁବତୀ ଜଣଙ୍କ କାହିଁକି ଏମିତି କଲେ?
Health
ଘାଇଲା କରୁଥିବା ବିରଳ ସ୍ନାୟୁ ରୋଗ GBS କ’ଣ? କାରଣ ଜଣାପଡ଼ୁନି
ଜିବିଏସ୍ ଗୋଟିଏ ବିରଳ ରୋଗ ହୋଇଥିବା ବେଳେ ଏଯାଏ ଏହା କ’ଣ ପାଇଁ ହେଉଛି, ସେକଥା ଡାକ୍ତରମାନେ ଜାଣିବାକୁ ସକ୍ଷମ ହୋଇନାହାନ୍ତି।