ନୂଆଦିଲ୍ଲୀ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ପରିବାରର ଫୋଟ ଭାଇରଲ୍ କରିବା ଅଭିଯୋଗରେ ଏନସିପି ଓ କଂଗ୍ରେସ ନେତାଙ୍କ ବିରୋଧରେ ମୁମ୍ୱାଇ ପୋଲିସ ମାମଲା ଦାୟର କରିଛି। ନାଗପୁରର ଏନସିପି ନେତା ଅଜୟ ହାପଟେବାର, ମହାରାଷ୍ଟ୍ରର କଂଗ୍ରେସ ନେତା ସଚିନ୍ ସାବତ୍ ଓ ଗୁରପିତ୍ ଚଢାଙ୍କ ବିରୋଧରେ ମାମଲା ଦାୟର ହୋଇଛି। ଅଭିଯୁକ୍ତ ମାନଙ୍କ ବିରୋଧରେ ଇନଫୋରମେସନ୍ ଟେକ୍ନୋଲଜି ଧାରା ୬୭(ଏ) ଓ ଆଇପିସି ଧାରା ୫୦୦ ମାମଲା ଦାୟର କରାଯାଇଛି।
ମୁଖ୍ୟମନ୍ତ୍ରୀ ଫଡନାଭିସ୍ ଏବେ ଆମେରିକା ଗସ୍ତରେ ଅଛନ୍ତି। ଏହାକୁ କେନ୍ଦ୍ରକରି ତାଙ୍କ ପରିବାରର ପୁରୁଣା ଫଟୋକୁ ସୋସିଆଲ ମିଡିଆରେ ଭାଇରଲ କରାଯାଇଛି। ଫଡନାଭିସଙ୍କ ସମେତ ତାଙ୍କ ପତ୍ନୀ ଅମୃତା ଓ ଝିଅର ଫଟୋ ଦେଖିବାକୁ ମିଳିଛି। ଏହି ଫଟୋର ସତ୍ୟତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ବୟାନ ଦିଆଯାଇ ସାରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।
Viral
୩ୟ ଶ୍ରେଣୀ ଛାତ୍ରୀଙ୍କୁ ହୃଦଘାତ, ସ୍କୁଲରେ ଚାଲିଗଲା ଜୀବନ: ଭିଡିଓ ଭାଇରାଲ୍
ହାର୍ଟ ଆଟାକ ଯେ କେବଳ ପ୍ରାପ୍ତ ବୟସ୍କଙ୍କୁ ହୋଇଥାଏ, ତା’ହା ଭାବିବା ଭୁଲ। କାରଣ ଛୋଟ ପିଲା ମଧ୍ୟ ଏହାର ଶିକାର ହେବାରେ ଲାଗିଛନ୍ତି।
National
ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ତଳେ ଫସିଛନ୍ତି ବହୁ ଶ୍ରମିକ
ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ପୁଲିସ ସୂଚନା ଦେଇଛି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ସମେତ ଏନଡିଆରଏଫ୍, ଏସଡିଆରଏଫ୍ ଓ ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।