ନ୍ୟୁୟର୍କ: ଆମେରିର ମେନ୍ହଟ୍ଟନ ୱେଷ୍ଟ ୨୩ ଷ୍ଟ୍ରିଟ୍ ୬ ଏଭନ୍ୟୁ ନିକଟରେ ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୨୯ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ପୋଲିସ ଅଞ୍ଚଳକୁ ଘେରାବନ୍ଦୀ କରି ତଲାସୀ ଆରମ୍ଭ କରିଛି। ପଇନ୍ ପ୍ରାବାଇଜେଡ୍ ଡିବାଇଜ୍ ମାଧ୍ୟମରେ ବିସ୍ଫୋରଣ କରାଯାଇଥିବା କୁହାଯାଉଛି। ବିସ୍ଫୋରକକୁ ଏକ ଅଳିଆ ଡବାରେ ଲୁଚାଇ ରଖାଯାଇଥିଲା।
ନିୟୁର୍କ ମେୟର କହିଛନ୍ତି,“ ବିସ୍ଫୋରଣରେ ଆତଙ୍କବାଦୀଙ୍କ ହାତ ଥିବା କିଛି ସ୍ପଷ୍ଟ ସୂଚନା ମିଳିନାହିଁ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅସୁସ୍ଥ ସିନ୍ଦେ ଏବେ ଗାଁରେ, ଆଜି ନେଇ ପାରନ୍ତି ବଡ଼ ନିଷ୍ପତ୍ତି
ଏକନାଥ ସିନ୍ଦେ ଅସୁସ୍ଥ ଅଛନ୍ତି। ତାଙ୍କୁ ଜ୍ୱର ଓ ଥଣ୍ଡା ହୋଇଛି। ଏହି କାରଣରୁ ସେ ନିଜ ପୈତୃକ ଗାଁକୁ ଯାଇଥିବା ଶିବସେନା ସ୍ପଷ୍ଟ କରିଛି।
National
ବସ୍ରେ ଡିବେଟ ଦେଖୁଥିଲେ ଯାତ୍ରୀ, ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ହେଲା ନୋଟିସ୍
ସରକାରୀ ବସ୍ରେ ଚାଲିଥିବା ଏକ ଡିବେଟ କାର୍ଯ୍ୟକ୍ରମରେ ଜଣେ ଯାତ୍ରୀ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଶୁଣୁଥିବା ବେଳେ ତାହାକୁ ନେଇ ଆରମ୍ଭ ହୋଇଛି ତମ୍ବିତୋଫାନ୍ । ଏନେଇ ଉଭୟ ବସ୍ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ନୋଟିସ୍ ହୋଇଛି।
National
ମହିଳାଙ୍କ ଚୁଟି କାଟି କଳା ବୋଳିଦେଲେ, ଗଛରେ ବାନ୍ଧି ଦେଲେ ଗରମ ଚେଙ୍କ
ସର୍ବ ସମ୍ମୁଖରେ ମହିଳାଙ୍କ ଚୁଟି କାଟିଦେଲେ। ମୁହଁରେ କଳା ବୋଳିଦେଲେ। ସେତିକିରେ ସରିଲାନି ନିର୍ଯାତନାର କାହାଣୀ। ମହିଳାଙ୍କୁ ଗଛରେ ବାନ୍ଧି ଦୁଇ ଦିନ କାଳ ଦେଇ ଚାଲିଲେ ଗରମ ଚେଙ୍କ ।
National
କ୍ୟାନ୍ସର୍ ପାଇଁ 'ସ୍ପେଶାଲ ଡାଏଟ୍'କୁ ବିରୋଧ, ସିଦ୍ଧୁଙ୍କ ପତ୍ନୀଙ୍କୁ ୮୫୦ କୋଟିର ନୋଟିସ୍
ସ୍ପେଶାଲ୍ ଡାଏଟ୍ ସହାୟତାରେ କ୍ୟାନସରରୁ ସୁସ୍ଥ ହୋଇଥିବା ଦାବି କରିବା ପରେ, ନବଜୋତ କୌର ସିଦ୍ଧୁଙ୍କୁ ୮୫୦ କୋଟି ଟଙ୍କାର ନୋଟିସ୍ ପଠାଇଛି ଛତିଶଗଡ଼ ସିଭିଲ୍ ସୋସାଇଟି।
National
ମୋ’ ଦୁଇ ଛୁଆଙ୍କ ତଣ୍ଟି ଚିପି ଦେଲା ପତ୍ନୀ, ସ୍ୱାମୀ ଆଣିଲେ ସାଂଘାତିକ ଅଭିଯୋଗ
ମା’ଙ୍କ ଉପସ୍ଥିତିରେ ଘରୁ ମିଳିଲା ପୁଅଝିଅଙ୍କ ମୃତଦେହ। ରଶିରେ ବେକକୁ ଚିପି ଉଭୟଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।