ଶ୍ରୀହରିକୋଟା: ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ମହାକାଶଯାନ ଆରଏଲଭି-ଟିଡିର ଆଜି ସଫଳ ପରୀକ୍ଷଣ କରାଯାଇଛି। ଏହି ରି-ୟୁଜେବଲ୍ ଲଞ୍ଚ୍ ଭେଇକିଲ୍କୁ ଆଜି ସକାଳ ୭ଟାରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ମହାକାଶକୁ ପଠାଯାଇଥିଲା। ପରୀକ୍ଷଣ ସଫଳ ହୋଇଥିବା ଇସ୍ରୋ ପକ୍ଷରୁ କୁହାଯାଇଛି। ପୁନଃ ବ୍ୟବହାର ଯୋଗ୍ୟ ଲଞ୍ଚ ଭେଇକିଲ୍ ପ୍ରସ୍ତୁତ ଦିଗରେ ଏହି ପରୀକ୍ଷଣକୁ ପ୍ରଥମ ସୋପାନ ଭାବେ ବିବେଚନା କରାଯାଉଛି। ୧ ଦଶମିକ ୭ ଟନ୍ ଓଜନର ଏହି ମହାକାଶଯାନ ନିର୍ମାଣରେ ପ୍ରାୟ ୧୦୦କୋଟି ଟଙ୍କା ଖର୍ଚ୍ଚ ହୋଇଛି। ପୁନଃ ବ୍ୟବହାରଯୋଗ୍ୟ ଏହି ଲଞ୍ଚ୍ ଭେଇକଲ୍ ଦ୍ୱାରା ମହାକାଶକୁ ଉପଗ୍ରହ ପ୍ରେରଣ ଖର୍ଚ୍ଚ ଦଶଗୁଣ କମିଯିବ ବୋଲି ଇସ୍ରୋ କହିଛି।
୨୦୧୧ ମସିହାରୁ ଆମେରିକା ଏହାର ଆରଏଲଭି କାର୍ଯ୍ୟକ୍ରମକୁ ସ୍ଥଗିତ ରଖିଛି। ସେ ଦୃଷ୍ଟିରୁ ଇସ୍ରୋ ଆରଏଲ୍ଭି କାର୍ଯ୍ୟକ୍ରମ ଗୁରୁତ୍ୱ ରଖୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଯାଞ୍ଚ ପାଇଁ ଯାଇଥିବା ଇଡି ଟିମ୍ ଉପରେ ଆକ୍ରମଣ, ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ
ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା।
National
ଆଜି ବାତ୍ୟାର ରୂପ ନେବ ଫେଙ୍ଗଲ! ରେଡ୍ ଆଲର୍ଟ ଜାରି
ସତର୍କତା ଦୃଷ୍ଟିରୁ ଆଜି ପୁଡୁଚେରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।
National
ଲିଭ-ଇନ୍- ପାର୍ଟନରଙ୍କୁ ୫୦ ଖଣ୍ଡ କଲେ ଯୁବକ; ଧରା ପକାଇଦେଲା ବୁଲା କୁକୁର
ବିବାହ ପାଇଁ ଜିଦ୍ ଧରିବାରୁ ଦୁଷ୍କର୍ମ କରିବା ପରେ ତାଙ୍କୁ ମାରି ପ୍ରାୟ ୫୦ ଖଣ୍ଡ କରିଦେଲେ। ମାତ୍ର ବୁଲା କୁକୁରଙ୍କ ଯୋଗୁ ଧରା ପଡ଼ିଗଲେ ଅଭିଯୁକ୍ତ ଓ ଏବେ ପୁଲିସ୍ ତାଙ୍କୁ ବାନ୍ଧିଛି।
National
ଆଜି ଶପଥ ନେବେ ହେମନ୍ତ ସୋରେନ୍
ରାଜ୍ୟପାଳ ସନ୍ତୋଷ ଗଙ୍ଗଓ୍ୱାର ତାଙ୍କୁ ଆଜି ଅପରାହ୍ଣରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।
National
ଶେଷ ହେବ ସସ୍ପେନ୍ସ! ଆଜି ଘୋଷଣା ହୋଇପାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ନାଁ
ଆଜି ଦିଲ୍ଲୀରେ ମହାୟୁତିର ବୈଠକ ବସୁଛି। ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ନାଁ ଉପରେ ମୋହର ବାଜିପାରେ।