ମାଲକାନଗିରି-ଛତିଶଗଡ଼ ସୀମାନ୍ତରେ ଲ୍ୟାଣ୍ଡମାଇନ ବିସ୍ଫୋରଣ

ମାଲକାନଗିରି: ମାଲକାନଗିରି-ଛତିଶଗଡ଼ ସୀମାନ୍ତରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଜଣେ ପୋଲିସ ଜଣେ ଶହୀଦ୍‌ ହୋଇଛନ୍ତି। ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାର ଚିନ୍ତାଗୁଡ଼ାରେ ହୋଇଛି ଏହି ବିସ୍ଫୋରଣ।

land-mine-blast

Rakesh Mallick
  • Published: Tuesday, 22 November 2016
  • , Updated: 22 November 2016, 01:52 PM IST

Related story