ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ କି ବାତ୍’ରେ ପରୀକ୍ଷା ଋତୁ ଚାଲିଥିବାରୁ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପସ୍ ପ୍ରଦାନ କରିଛନ୍ତି। ଏକାଗ୍ର ଚିତରେ ପାଠପଢ଼ିବାକୁ ମୋଦି ରେଡିଓ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ପରୀକ୍ଷାରେ ଛାତ୍ରଛାତ୍ରୀମାନେ ଭଲଭାବେ ପ୍ରଶ୍ନକୁ ପଢ଼ି ଉତ୍ତର ଦିଅନ୍ତୁ। ଅଭିଭାବକମାନେ ଛାତ୍ରଛାତ୍ରୀଙ୍କ ଉପରେ ଚାପ ନ ପକାଇବାକୁ ମୋଦି କହିଛନ୍ତି।
ଏହାସହ ମୋଦିଙ୍କ ‘ମନ କି ବାତ୍’ କାର୍ଯ୍ୟକ୍ରମରେ ଆଜି ପୂର୍ବତନ ଭାରତୀୟ କ୍ରିକେଟର୍ ସଚିନ ତେନ୍ଦୁଲକର ମଧ୍ୟ ଛାତ୍ରଛାତ୍ରୀଙ୍କୁ ବାର୍ତ୍ତା ଦେଇଛନ୍ତି। ଛାତ୍ରଛାତ୍ରୀମାନେ ନିଜେ ନିଜର ଲକ୍ଷ୍ୟ ସ୍ଥିର କରି ସେଥିରେ ଆଗକୁ ବଢ଼ନ୍ତୁ ବୋଲି ସଚିନ୍ ଛାତ୍ରଛାତ୍ରୀଙ୍କୁ ବାର୍ତ୍ତା ଦେଇଛନ୍ତି।
ସେହିପରି ଚେସ୍ ତାରକା ବିଶ୍ୱନାଥ ଆନନ୍ଦ ମଧ୍ୟ ଛାତ୍ରଛାତ୍ରୀଙ୍କୁ ସନ୍ଦେଶ ଦେଇଛନ୍ତି। ଓଭର୍ କନଫିଡେଣ୍ଟ୍ ନ ହେବାକୁ ଆନନ୍ଦ ରେଡିଓ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଲାଞ୍ଚ ଅଭିଯୋଗକୁ ଆଦାନୀ ଗ୍ରୁପ୍ର ଖଣ୍ଡନ, କହିଲା- ଏହା ସମ୍ପୂର୍ଣ୍ଣ ମିଥ୍ୟା
ଆଦାନୀ ଗ୍ରୀନ ଏନର୍ଜୀ ଏକ ବୟାନ ଜାରି ଲାଞ୍ଚ ଅଭିଯୋଗକୁ ନେଇ ନିଜ ସ୍ପଷ୍ଟୀକରଣ ରଖିଛି।
National
ଟ୍ରକ୍କୁ ଧକ୍କା ଦେଲା କାର୍, ଚାଲିଗଲା ୫ ଡାକ୍ତରଙ୍କ ଜୀବନ
ଏହି ଦୁର୍ଘଟଣାରେ ୫ ଡାକ୍ତରଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।