ମାନେକା ଗାନ୍ଧି ହେବେ ଅସ୍ଥାୟୀ ବାଚସ୍ପତି

ନୂଆଦିଲ୍ଲୀ: ମୋଦି-୨ ସରକାରରେ ମନ୍ତ୍ରୀ ପଦ ପାଇ ନଥିବା ମାନେକା ଗାନ୍ଧିଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ୧୭ତମ ଲୋକସଭାରେ ଅସ୍ଥାୟୀ ବାଚସ୍ପତି ଭାବେ କାର୍ଯ୍ୟ କରିବେ। ୬୨ ବର୍ଷୀୟ ଶ୍ରୀମତି ଗାନ୍ଧି ବିଜେପିର ହେଭିୱେଟ୍‌ ନେତାଙ୍କ ମଧ୍ୟରୁ ଜଣେ। ସେ ଚଳିତ ନିର୍ବାଚନରେ ଉତ୍ତର ପ୍ରଦେଶର ସୁଲତାନପୁରରୁ ବିଜୟୀ ହୋଇଛନ୍ତି। ୨୦୧୪ ମୋଦି ସରକାରରେ ସେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ରହିଥିଲେ। ଅସ୍ଥାୟୀ ବାଚସ୍ପତି ଭାବେ ଶ୍ରୀମତି ଗାନ୍ଧି ନୂଆ କରି ନିର୍ବାଚିତ […]

pp

pp

Hemant Lenka
  • Published: Thursday, 30 May 2019
  • Updated: 30 May 2019, 09:07 PM IST

Sports

Latest News

ନୂଆଦିଲ୍ଲୀ: ମୋଦି-୨ ସରକାରରେ ମନ୍ତ୍ରୀ ପଦ ପାଇ ନଥିବା ମାନେକା ଗାନ୍ଧିଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ୧୭ତମ ଲୋକସଭାରେ ଅସ୍ଥାୟୀ ବାଚସ୍ପତି ଭାବେ କାର୍ଯ୍ୟ କରିବେ। ୬୨ ବର୍ଷୀୟ ଶ୍ରୀମତି ଗାନ୍ଧି ବିଜେପିର ହେଭିୱେଟ୍‌ ନେତାଙ୍କ ମଧ୍ୟରୁ ଜଣେ।

ସେ ଚଳିତ ନିର୍ବାଚନରେ ଉତ୍ତର ପ୍ରଦେଶର ସୁଲତାନପୁରରୁ ବିଜୟୀ ହୋଇଛନ୍ତି। ୨୦୧୪ ମୋଦି ସରକାରରେ ସେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ରହିଥିଲେ। ଅସ୍ଥାୟୀ ବାଚସ୍ପତି ଭାବେ ଶ୍ରୀମତି ଗାନ୍ଧି ନୂଆ କରି ନିର୍ବାଚିତ ହୋଇଥିବା ସାଂସଦମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ନୂଆ ବାଚସ୍ପତି ଓ ଉପ ବାଚସ୍ପତି ନିଯୁକ୍ତ ହେବା ଯାଏ, ମାନେକା ଲୋକସଭାରେ ବାଚସ୍ପତି ଭୂମିକାରେ ରହିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story