ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ମଣିଶଙ୍କର ଆୟର କଂଗ୍ରସରୁ ନିଲମ୍ବିତ ହୋଇଛନ୍ତି। ପ୍ରାଥମିକ ସଦସ୍ୟ ପଦରୁ ତାଙ୍କେ ବହିଷ୍କାର କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅତି ଅସାମ୍ୱିଧାନିକ ଭାଷାରେ ଟିପ୍ପଣି କରିବା ନେଇ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେ ଗଣମାଧ୍ୟମକୁ ବିବୃତି ଦେଇ ପ୍ରଧାନମନ୍ତ୍ରୀଙ୍କୁ ‘ନିଚା ଆଦମି’ ବୋଲି କହି ସମ୍ୱୋଧନ କରିଥିଲେ।
୨୦୧୪ ସାଧାରଣ ନିର୍ବାଚନ ବେଳେ ମୋଦି ଚାହା ବିକ୍ରି କରୁଥିବା କଥା କହି କଂଗ୍ରେସ ପକ୍ଷରୁ ତାଙ୍କୁ କଟାକ୍ଷ କରାଯାଇଥିବା ବେଳେ ଏଥରର ସମ୍ୱୋଧନ ଅତିମାତ୍ରାରେ ନିମ୍ନମାନସିକତାର ପରିଚୟ ବୋଲି କୁହାଯାଉଛି। ନ୍ୟୁଜ୍ ଏଜେନ୍ସି ANI ପକ୍ଷରୁ ପ୍ରକାଶିତ ତଥ୍ୟ ମୁତାବକ ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ଆୟରଙ୍କୁ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ସେ ମୋଦିଙ୍କୁ କଟାକ୍ଷ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।