ଭାରତ ଓ ପାକିସ୍ତାନ ମଧ୍ୟରେ ସୁସଂପର୍କ ସ୍ଥାପନ ପାଇଁ ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ହଟାଇବାକୁ ପଡ଼ିବ: ମଣିଶଙ୍କର ଆୟାର  

ନୂଆଦିଲ୍ଲୀ:  ଭାରତ-ପକିସ୍ତାନ ସଂପର୍କରେ ସବୁଠୁ ବଡ଼ ବାଧକ ହେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତ-ପାକିସ୍ତାନ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସଂପର୍କ ସ୍ଥାପନ କରିବା ହେଲେ ପ୍ରଥମେ ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ବିତାଡ଼ିତ କରିବାକୁ ପଡ଼ିବ। ଏଭଳି ବିସ୍ଫୋରକ ବୟାନ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମଣିଶଙ୍କର ଆୟାର। ପାକିସ୍ତାନର ଏକ ନ୍ୟୁଜ୍ ଚ୍ୟାନଲକୁ ଦେଇଥିବା ସାକ୍ଷାତକାରରେ ସେ ଏହା କହିଛନ୍ତି। ମଣିଶଙ୍କର କହିଥିଲେ, ଭାରତ ଓ ପାକିସ୍ତାନ ମଧ୍ୟରେ ସୁସଂପର୍କ ସ୍ଥାପନ ପାଇଁ […]

manishankar

manishankar

Rakesh Mallick
  • Published: Tuesday, 17 November 2015
  • Updated: 17 November 2015, 10:31 AM IST

Sports

Latest News

ନୂଆଦିଲ୍ଲୀ:  ଭାରତ-ପକିସ୍ତାନ ସଂପର୍କରେ ସବୁଠୁ ବଡ଼ ବାଧକ ହେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତ-ପାକିସ୍ତାନ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସଂପର୍କ ସ୍ଥାପନ କରିବା ହେଲେ ପ୍ରଥମେ ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ବିତାଡ଼ିତ କରିବାକୁ ପଡ଼ିବ। ଏଭଳି ବିସ୍ଫୋରକ ବୟାନ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମଣିଶଙ୍କର ଆୟାର। ପାକିସ୍ତାନର ଏକ ନ୍ୟୁଜ୍ ଚ୍ୟାନଲକୁ ଦେଇଥିବା ସାକ୍ଷାତକାରରେ ସେ ଏହା କହିଛନ୍ତି। ମଣିଶଙ୍କର କହିଥିଲେ, ଭାରତ ଓ ପାକିସ୍ତାନ ମଧ୍ୟରେ ସୁସଂପର୍କ ସ୍ଥାପନ ପାଇଁ ତିନିଟି ଜିନିଷ ଉପରେ ଧ୍ୟାନ ଦେବା ଜରୁରୀ। ଆଉ ଏହି ତିନିଟି ଜିନିଷ ମଧ୍ୟ ପ୍ରଥମଟି ହେଉଛି ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ହଟାଇବା। ସେ ନ ହଟିବା ପର୍ଯ୍ୟନ୍ତ ଦୁଇ ଦେଶ ମଧ୍ୟରେ ଆଲୋଚନା ହୋଇ ପାରିବ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story