ଓଡ଼ିଶା କ୍ୟାଡର ମନୋଜ ଆହୁଜା ହେଲେ ସିବିଏସଇ ଅଧ୍ୟକ୍ଷ

ନୂଆଦିଲ୍ଲୀ: ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ମନୋଜ ଆହୁଜାଙ୍କୁ ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଡୁକେସନ(ସିବିଏସଇ)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ପୂର୍ବରୁ ସେ ଲାଲ ବାହାଦୂର ଶାସ୍ତ୍ରୀ ନ୍ୟାଶନାଲ ଏକାଡେମୀ ଆଡମିନଷ୍ଟ୍ରେସନର ସ୍ୱତନ୍ତ୍ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ଶ୍ରୀ ଆହୁଜା ହେଉଛନ୍ତି, ୧୯୯୦ ବ୍ୟାଚ ଓଡ଼ିଶା କ୍ୟାଡରର ଆଇଏଏସ ଅଫିସର। ସେହିପରି ଓଡ଼ିଶାର ସ୍ୱାସ୍ଥ୍ୟ ବିଭାଗର ସଚିବ ଭାବେ କାର୍ଯ୍ୟ କରି ସାରିଥିବା ଆରତୀ ଆହୁଜାଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଭାବେ […]

dsa

Hemant Lenka
  • Published: Tuesday, 12 May 2020
  • , Updated: 12 May 2020, 09:42 PM IST

ନୂଆଦିଲ୍ଲୀ: ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ମନୋଜ ଆହୁଜାଙ୍କୁ ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଡୁକେସନ(ସିବିଏସଇ)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ପୂର୍ବରୁ ସେ ଲାଲ ବାହାଦୂର ଶାସ୍ତ୍ରୀ ନ୍ୟାଶନାଲ ଏକାଡେମୀ ଆଡମିନଷ୍ଟ୍ରେସନର ସ୍ୱତନ୍ତ୍ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ଶ୍ରୀ ଆହୁଜା ହେଉଛନ୍ତି, ୧୯୯୦ ବ୍ୟାଚ ଓଡ଼ିଶା କ୍ୟାଡରର ଆଇଏଏସ ଅଫିସର।

ସେହିପରି ଓଡ଼ିଶାର ସ୍ୱାସ୍ଥ୍ୟ ବିଭାଗର ସଚିବ ଭାବେ କାର୍ଯ୍ୟ କରି ସାରିଥିବା ଆରତୀ ଆହୁଜାଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

Related story