ମାଓ ଅଧ୍ୟୁଷିତ ଅଞ୍ଚଳରେ ସଡ଼କ ବିକାଶ ଉପରେ ମୋଦିଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ: ମାଓ ଅଧ୍ୟୁଷିତ ଅଞ୍ଚଳରେ ସଡ଼କ ବିକାଶ କରାଯିବ। ଏହା ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ବୈଠକର ନିଷ୍ପତ୍ତି ଅନୁସାରେ ଦେଶରେ ୪୪ଟି ମାଓ ଅଧ୍ୟୁଷିତ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ ହେବ। ଏହି ଜିଲ୍ଲା ଗୁଡିକରେ ୫,୪୧୧ କି.ମି. ରାସ୍ତା ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏଥିପାଇଁ ୧୧,୭୨୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

narendra-modi

narendra-modi

Rakesh Mallick
  • Published: Wednesday, 28 December 2016
  • Updated: 28 December 2016, 06:24 PM IST

Sports

Latest News

ନୂଆଦିଲ୍ଲୀ: ମାଓ ଅଧ୍ୟୁଷିତ ଅଞ୍ଚଳରେ ସଡ଼କ ବିକାଶ କରାଯିବ। ଏହା ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି।

ବୈଠକର ନିଷ୍ପତ୍ତି ଅନୁସାରେ ଦେଶରେ ୪୪ଟି ମାଓ ଅଧ୍ୟୁଷିତ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ ହେବ। ଏହି ଜିଲ୍ଲା ଗୁଡିକରେ ୫,୪୧୧ କି.ମି. ରାସ୍ତା ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏଥିପାଇଁ ୧୧,୭୨୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story