୨ ଯବାନ ସହିଦ

ମାଲକାନଗିରି (ଜିତେନ୍ଦ୍ର ବେଉରା): ଛତିଶଗଡ଼ର କାଙ୍କେର ଜିଲ୍ଲା ମହାଲ ଜଙ୍ଗଲରେ ମାଓବାଦୀଙ୍କ ଗୁଳିରେ ୨ ଜଣ ବିଏସ୍ଏଫ୍ ଯବାନ ସହିଦ ହୋଇଛନ୍ତି। ବିଏସ୍ଏଫ୍ ଯବାନମାନେ କମ୍ବିଂ ଚଲାଇଥିବା ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ। ଏଥିରେ ଅନ୍ୟ ୨ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ରାୟପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

chhatisgarh

Rakesh Mallick
  • Published: Sunday, 15 July 2018
  • , Updated: 15 July 2018, 02:10 PM IST

Related story