ଲକ୍ଷ୍ମୌ: ଉତ୍ତର ପ୍ରଦେଶରେ ମହାମେଣ୍ଟ ବିଜେପିକୁ ମାତ୍ ଦେବାରେ ବିଫଳ ହୋଇଛି। ଏହାପରେ ମହାମେଣ୍ଟର ସହଯୋଗୀ ଦଳ ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ପରାଜୟ ପାଇଁ ଇଭିଏମକୁ ଦାୟୀ କରିଛନ୍ତି। ଚଳିତ ନିର୍ବାଚନରେ ସମାଜବାଦୀ ପାର୍ଟି-ବହୁଜନ ସମାଜ ପାର୍ଟି-ରାଷ୍ଟ୍ରୀୟ ଲୋକ ଦଳ ମେଣ୍ଟ କରି ୮୦ ଲୋକସଭା ଆସନରୁ ଅଧିକାଂଶ ଆସନ ଜିତିବେ ବୋଲି ଆକଳନ କରିଥିଲେ।
ନିର୍ବାଚନ ଫଳାଫଳରେ ପରେ ଦେଶ ଇଭିଏମ ଉପରେ ଭରସା ତୁଟାଇସାରିଥିବା ମାୟାବତୀ ଏପରି କହିଛନ୍ତି। ଏଥିସହ ଦକ୍ଷିଣ ଭାରତରେ ବିଜେପିର ଖରାପ ପ୍ରଦର୍ଶନକୁ ନେଇ ସମାଲୋଚନା କରିଛନ୍ତି।
୮୦ ଲୋକସଭା ଆସନରୁ ବିଜେପି ଏକାକୀ ୬୨ଟି ଆସନରେ ବିଜୟୀ ହୋଇଥିବା ବେଳେ ସହଯୋଗୀ ଆପନା ଦଳ ୨ଟି ଆସନରେ ବିଜୟୀ ହୋଇଛି। ମହାମେଣ୍ଚ ୧୫ଟି ଆସନରେ ସନ୍ତୁଷ୍ଟ ହୋଇଥିବା ବେଳେ କଂଗ୍ରେସ କେବଳ ରାଏବରେଲୀରେ ବିଜୟୀ ହୋଇଛି। ଏଠାରେ ୟୁପିଏ ଅଧ୍ୟକ୍ଷ ସୋନିଆ ଗାନ୍ଧି ନିର୍ବାଚନ ଲଢ଼ୁଥିଲେ।
ପଢ଼ନ୍ତୁ: ଭଗବାନଙ୍କୁ ଇଭିଏମର ବେଦନାଭରା ଚିଠି
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୁମ୍ବାଇ ମୁହାଁ ମହାୟୁତି ବିଧାୟକ
ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବା ପରେ ମହାୟୁତି ସମସ୍ତ ବିଜୟୀ ବିଧାୟକଙ୍କୁ ମୁମ୍ବାଇରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଛି।
National
ବିଜୟ ଉତ୍ସବ ବେଳେ ଲାଗିଲା ନିଆଁ, ଜଳିଗଲେ ସ୍ୱାଧୀନ ପ୍ରାର୍ଥୀଙ୍କ ସମେତ ମହିଳା
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ରେଜଲ୍ଟ ଘୋଷଣା ପରେ ବିଜୟ ଉତ୍ସବ ପାଳନ କରିଛନ୍ତି ନବନିର୍ବାଚିତ ପ୍ରାର୍ଥୀ। ତେବେ ଏହି ବିଜୟ ଉତ୍ସବ ବେଳେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ।
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।