ନୂଆଦିଲ୍ଲୀ: ଆସାମ ରାଜ୍ୟପାଳ ପି.ବି. ଆଚାର୍ଯ୍ୟ ବିଭାଜନ ସୃଷ୍ଟିକାରୀ ମନ୍ତବ୍ୟ ଦେଇ ବିବାଦ ସୃଷ୍ଟି କରିଥିବାରୁ ତାଙ୍କୁ ବହିଷ୍କାର କରିବାକୁ ବହୁଜନ ସମାଜବାଦୀ ପାର୍ଟି ମୁଖ୍ୟ ମାୟାବତୀ ଦାବି କରିଛନ୍ତି। ଏହାସହ ତାଙ୍କୁ ଆଇନ ଅନୁଯାଇ ଦଣ୍ଡବିଧାନ କରିବାକୁ ଦାବି କରିଛନ୍ତି। ପିବି ଆଚାର୍ଯ୍ୟଙ୍କ ଗ୍ଧହିନ୍ଦୁସ୍ତାନ ଓ ହିନ୍ଦୁଗ୍ଦ ମନ୍ତବ୍ୟକୁ ସେ ତୀବ୍ର ନିନ୍ଦା କରିଛନ୍ତି। ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ପଦକ୍ଷେପ ନେବାକୁ ସେ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆତଙ୍କବାଦୀ ଠାରୁ ଅର୍ଥନୀତିକ ଅପରାଧୀ: କେବେ ଭାରତ ଫେରିବେ ଏହି ୫ ପଳାତକ?
ରାଣା ବ୍ୟତୀତ ଭାରତରେ ଅପରାଧ ଘଟାଇ ବିଦେଶ ଫେରାର ହୋଇଯାଇଥିବା ଆଉ କିଛି ପଳାତକଙ୍କୁ ମଧ୍ୟ ନୂଆଦିଲ୍ଲୀ ଏଠାକାର ନ୍ୟାୟିକ ପ୍ରକ୍ରିୟାରେ ସାମିଲ କରିବାକୁ ଉଦ୍ୟମ ଜାରି ରଖିଛି।
Crime
କାହିଁକି ନିଜ ଗୁପ୍ତାଙ୍ଗରେ ସର୍ଜିକାଲ ବ୍ଲେଡ ଭର୍ତ୍ତି କରି ଦେଲେ ଦୁଷ୍କର୍ମ ପୀଡ଼ିତା ?
ଯୁବତୀ ଜଣଙ୍କ କାହିଁକି ଏମିତି କଲେ?
Health
ଘାଇଲା କରୁଥିବା ବିରଳ ସ୍ନାୟୁ ରୋଗ GBS କ’ଣ? କାରଣ ଜଣାପଡ଼ୁନି
ଜିବିଏସ୍ ଗୋଟିଏ ବିରଳ ରୋଗ ହୋଇଥିବା ବେଳେ ଏଯାଏ ଏହା କ’ଣ ପାଇଁ ହେଉଛି, ସେକଥା ଡାକ୍ତରମାନେ ଜାଣିବାକୁ ସକ୍ଷମ ହୋଇନାହାନ୍ତି।
National
ଚା’ ବିକାଳିର ‘ନିଆଁ ଗୁଜବ’ ଯୋଗୁ କେମିତି ଚାଲି ଗଲା ୧୩ ଜଣଙ୍କ ଜୀବନ?
କିନ୍ତୁ ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିବା ଗୁଜବ କିଏ ପ୍ରଚାର କରିଥିଲା? କାହିଁକି ଟ୍ରେନର ଚେନ୍ ପୁଲ୍ ହେବା ପରେ କିଛି ଲୋକ ନିକଟସ୍ଥ ଟ୍ରାକକୁ ଡିଆଁ ମାରିଲେ?
Crime
ପତ୍ନୀଙ୍କୁ ମାରି ପ୍ରେସର କୁକରରେ ସିଝାଇବା ଘଟଣା ଓଡ଼ିଶାର ସୋମନାଥଙ୍କ କଥା ମନେ ପକାଇ ଦେଲା
ଆଜିକୁ ଠିକ ୧୨ ବର୍ଷ ତଳେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଆଇଆରସି ଭିଲେଜରେ ସମାନ ଘଟଣା ଘଟିଥିଲା।