ନୂଆଦିଲ୍ଲୀ: ଆମେରିକାର ଖାଦ୍ୟ ନିରାପତ୍ତା ତଦନ୍ତକାରୀ ସଂସ୍ଥା ଫୁଡ୍ ଆଣ୍ଡ ଡ୍ରଗ୍ ଆଡ୍ମିନ୍ଷ୍ଟ୍ରେସନ୍ ଏମ୍ଡିଏଚ୍ର ସମ୍ବର ମସଲାରେ ସାଲମୋନେଲା ବ୍ୟାକ୍ଟେରିଆ ଠାବ କରିଛି। ଲଗାତାର ୩ଟି ବ୍ୟାଚ୍ର ଏମ୍ଡିଏଚ୍ ମସଲାରେ ଏହା ଠାବ କରାଯାଇଥିବା ଏହି ସଂସ୍ଥା ପକ୍ଷରୁ କୁହାଯାଇଛି।
ଏହି ବ୍ୟାକ୍ଟେରିଆ ସାଧାରଣତଃ ପଶୁ ଏବଂ ମଣିଷଙ୍କ ଶରୀର ଭିତରେରେ ଥାଏ। ସାଲମୋନେଲା ଇନ୍ଫେକ୍ସନ୍କୁ ସାଲମୋନେଲୋସିସ୍ କୁହାଯାଏ। ଏହା ଆନ୍ତ୍ରିକ ସଂକ୍ରମଣର କାରଣ ପାଲଟେ। ଏହି କାରଣରୁ ହଇଜା ଏବଂ ବାନ୍ତି ପରି ସମସ୍ୟା ଦେଖାଯାଇଥାଏ। ଏକ ଗବେଷଣାରୁ ଜଣାପଡ଼ିଛି, ସାଲମୋନେଲା କାରଣୁରୁ ବର୍ଷକୁ ୧.୨ ମିଲିଅନ୍ ଲୋକ ଅସୁସ୍ଥ ହୁଅନ୍ତି, ୨୩,୦୦୦ ଲୋକ ହସ୍ପିଟାଲରେ ଭର୍ତ୍ତି ହୁଅନ୍ତି ଏବଂ ୪୫୦ ଜଣଙ୍କର ମୃତ୍ୟୁ ହୁଏ।
ମିଲିଥିବା ସୂଚନା ଅନୁଯାୟୀ, ଏଫ୍ଡିଏ ପକ୍ଷରୁ କୁହାଯାଇଛି ଗ୍ରାହକମାନେ ଯେଉଁ ସ୍ଥାନରୁ ଏହି ମସଲା କିଣିଛନ୍ତି ତାହା ଫେରାଇଦେଇ ପାରିବେ। ଏହାବଦଳରେ ପୂରା ଅର୍ଥ ଫେରିପାଇବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Business
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସୂର୍ଯ୍ୟବଂଶୀ ସୂରଜ
ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର ନିଯୁକ୍ତି ସୃଷ୍ଚି ହେବ ଏବଂ ଭଦ୍ରକ ଜିଲ୍ଲା ଶିଳ୍ପ ସମୃଦ୍ଧ ହୋଇପାରିବ।
Business
ଲୋନ୍ ଶୁଝି ପାରୁ ନାହାନ୍ତି ଅମ୍ବାନୀ, ଜିନ୍ଦଲ; ୧୦ ବର୍ଷରେ ୧୨ ଲକ୍ଷ କୋଟି ଛାଡ଼
ବ୍ୟାଙ୍କ ଲୋନ୍ ଶୁଝି ପାରୁ ନାହାନ୍ତି ଅମ୍ବାନୀ, ଜିନ୍ଦଲ ଓ ଜୟପ୍ରକାଶଙ୍କ ପରି ପ୍ରତିଷ୍ଠିତ ବିଜନେସମ୍ୟାନ୍। ଫଳରେ ଋଣ ଛାଡ଼ ପାଇଁ ବାଧ୍ୟ ହେଉଛନ୍ତି ସରକାରୀ ଓ ଘରୋଇ ବ୍ୟାଙ୍କ। ଗତ ୧୦ ବର୍ଷ ମଧ୍ୟରେ ଉଭୟ ସରକାରୀ ଓ ଘରୋଇ ବ୍ୟାଙ୍କଗୁଡ଼ିକ ୧୨ ଲକ୍ଷ କୋଟି ଛାଡ଼ କରିଛନ୍ତି।
Business
ଖୁବଶୀଘ୍ର ଏଟିଏମରୁ ଉଠିପାରିବ ପିଏଫ୍ ଟଙ୍କା!
ଖୁବଶୀଘ୍ର ହିତାଧିକାରୀ ସିଧାସଳଖ ଏଟିଏମ୍ ମାଧ୍ୟମରେ ସେମାନଙ୍କ କ୍ଲେମ ରାଶି ସହଜରେ ପାଇପାରିବେ। କର୍ମଚାରୀମାନଙ୍କ ସହଜ ଜୀବନଧାରଣରେ ଉନ୍ନତି ଆଣିବା ପାଇଁ ପ୍ରକ୍ରିୟାକୁ ସରଳ କରୁଛୁ କହିଲେ ଶ୍ରମ ସଚିବ।