ମକ୍କା: ସାଉଦି ଆରବର ଧାର୍ମିକସ୍ଥଳ ମକ୍କାରେ ଅଘଟଣ। ସେଠାରେ ଆଜି ଦଳାଚକଟା ଘଟି ୭୦୦ରୁ ଅଧିକ ହଜ୍ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେହିଭଳି ୭୦୦ରୁ ଅଧିକ ଆହତ ହୋଇଛନ୍ତି। ମକ୍କାରେ ହଜ୍ ଯାତ୍ରା ପାଇଁ ପ୍ରାୟ ୨ ନିୟୁତରୁ ଅଧିକ ଯାତ୍ରୀ ଏକତ୍ରିତ ହୋଇଥିଲେ। ମୃତକଙ୍କ ମଧ୍ୟରେ କିଛି ଭାରତୀୟ ଥିବା ଅଶଙ୍କ। କରାଯାଉଛି। ହଜ୍ ପାଇଁ ମକ୍କାର ମୀନାରେ କେବଳ ୧ଲକ୍ଷ ଭାରତୀୟ ଥିବା ସୂଚନା ମିଳିଛି। ମକ୍କା ଯାଇଥିବା ହଜ୍ ଯାତ୍ରୀଙ୍କ ସମ୍ପର୍କରେ ସୂଚନା ପାଇବା ପାଇଁ ଏକ ହେଲ୍ପ ଲାଇନ୍ ନମ୍ୱର ଜାରି ହୋଇଛି। ଉକ୍ତ ନମ୍ୱରଟି ହେଲା ୦୦୯୬୬୧୨୫୪୫୮୦୦୦। କିଛିଦିନ ତଳେ ଏହି ଧାର୍ମିକସ୍ଥଳ ନିକଟରେ ଏକ କ୍ରେନ୍ ଖସି ପଡିବାରୁ ଶହେରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।