ଔଷଧ ପ୍ରସ୍ତୁତ କମ୍ପାନୀରେ ବିସ୍ଫୋରଣ, ୪ ମୃତ

ହାଇଦ୍ରାବାଦ: ତେଲେଙ୍ଗାନାର ରଙ୍ଗା ରେଡ୍ଡୀ ଜିଲ୍ଲାର ମହେଶ୍ୱରମ୍ ମଣ୍ଡଳର ଏକ ଔଷଧ ପ୍ରସ୍ତୁତକାରୀ କମ୍ପାନୀରେ ସୋମବାର ସକାଳେ ବିସ୍ଫୋରଣ ଘଟି ନିଆଁ ଲାଗିଯିବାରୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ମୃତ ୪ ଜଣଙ୍କ ମଧ୍ୟରୁ ଦୁଇ ଜଣ ଛତିଶଗଡର ବୋଲି ଜଣାପଡ଼ିଛି। ଅନ୍ୟ ଦୁଇ ଜଣଙ୍କ ପରିଚୟ ମିଳି ପାରି ନାହିଁ। କମ୍ପାନୀରେ ବିସ୍ଫୋରଣ ପରେ ବିଷାକ୍ତ ଗ୍ୟାସ୍ ପ୍ରଭାବିତ ହେବାର ଆଶଙ୍କା କରାଯାଉଛି।

explosionn

explosionn

Rakesh Mallick
  • Published: Monday, 08 February 2016
  • Updated: 08 February 2016, 07:26 AM IST

Sports

Latest News

ହାଇଦ୍ରାବାଦ: ତେଲେଙ୍ଗାନାର ରଙ୍ଗା ରେଡ୍ଡୀ ଜିଲ୍ଲାର ମହେଶ୍ୱରମ୍ ମଣ୍ଡଳର ଏକ ଔଷଧ ପ୍ରସ୍ତୁତକାରୀ କମ୍ପାନୀରେ ସୋମବାର ସକାଳେ ବିସ୍ଫୋରଣ ଘଟି ନିଆଁ ଲାଗିଯିବାରୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ମୃତ ୪ ଜଣଙ୍କ ମଧ୍ୟରୁ ଦୁଇ ଜଣ ଛତିଶଗଡର ବୋଲି ଜଣାପଡ଼ିଛି। ଅନ୍ୟ ଦୁଇ ଜଣଙ୍କ ପରିଚୟ ମିଳି ପାରି ନାହିଁ।

କମ୍ପାନୀରେ ବିସ୍ଫୋରଣ ପରେ ବିଷାକ୍ତ ଗ୍ୟାସ୍ ପ୍ରଭାବିତ ହେବାର ଆଶଙ୍କା କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story