ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ମୀରା କୁମାର

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପୂର୍ବତନ ଲୋକସଭା ବାଚସ୍ପତି ମୀରା କୁମାର। ସେ ଲୋକସଭାର ମହାସଚିବଙ୍କ ନିକଟରେ ଚାରି ସେଟ୍ ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେ ନାମାଙ୍କନ ପତ୍ର ଦାଖଲ କଲା ବେଳେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସମେତ ୧୭ଟି ବିପକ୍ଷ ଦଳର ନେତା ଉପସ୍ଥିତ ଥିଲେ। ବିଜେପି ନେତୃତ୍ୱାଧୀନ ଏନ୍‌ଡିଏ ପକ୍ଷରୁ ରାମନାଥ କୋବିନ୍ଦ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି।

meira

meira

Rakesh Mallick
  • Published: Wednesday, 28 June 2017
  • Updated: 28 June 2017, 11:55 AM IST

Sports

Latest News

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପୂର୍ବତନ ଲୋକସଭା ବାଚସ୍ପତି ମୀରା କୁମାର। ସେ ଲୋକସଭାର ମହାସଚିବଙ୍କ ନିକଟରେ ଚାରି ସେଟ୍ ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେ ନାମାଙ୍କନ ପତ୍ର ଦାଖଲ କଲା ବେଳେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସମେତ ୧୭ଟି ବିପକ୍ଷ ଦଳର ନେତା ଉପସ୍ଥିତ ଥିଲେ।

ବିଜେପି ନେତୃତ୍ୱାଧୀନ ଏନ୍‌ଡିଏ ପକ୍ଷରୁ ରାମନାଥ କୋବିନ୍ଦ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos