ନୂଆଦିଲ୍ଲୀ: ଲୋକସଭାର ପୂର୍ବତନ ବାଚସ୍ପତି ମୀରା କୁମାରଙ୍କ ସମେତ ୩୦ ଜଣ ଭିଆଇପିଙ୍କଠାରୁ କେନ୍ଦ୍ରୀୟ ସୁରକ୍ଷା ବ୍ୟବସ୍ଥାକୁ ପ୍ରତ୍ୟାହାର କରି ନିଅଯାଇଛି। ଏମାନଙ୍କ ମଧ୍ୟରେ ଅଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏ. ରାଜା, ଇଡିଜିଇ ଉଜାଲା ଓ ତାଙ୍କର ଦୁଇ ଝିଅ, କେରଳ ଓ ମେଘାଳୟର ରାଜ୍ୟପାଳ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଓ ପୂର୍ବତନ କେନ୍ଦ୍ର ଗୃହ ମନ୍ତ୍ରୀ ସିନ୍ଦେ ଏବଂ ତାଙ୍କ ପରିବାରର ୮ ଜଣ ସଦସ୍ୟ। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ସୁରକ୍ଷା ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶ ଓ ତାଲିକା ଜାରି କରାଯାଇଛି। ଏ ସଂପର୍କରେ ସିଆରପିଏଫ୍, ସିଆଇଏସଏଫ୍, ଆଇଟିବିପି ଓ ଏନଏସଜି ସମ୍ବନ୍ଧିତ ରାଜ୍ୟ ସରକାରଗୁଡ଼ିକୁ ଅବଗତ କରାଇ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।