ନୂଆଦିଲ୍ଲୀ: ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ଆତଙ୍କବାଦୀଙ୍କ ବିରୁଦ୍ଧରେ ଭାରତୀୟ ସେନାର ଅଭିଯାନ ଜାରି ରହିଛି। ରବିବାର ସେନାକୁ ମେଘାଳୟର ଏକ ବଡ଼ ସଫଳତା ମିଳିଛି। ସେନା ଓ ମେଘାଳୟ ପୋଲିସର ମିଳିତ ଅପରସନରେ ଦୁଇ ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ଏହି ଦୁଇ ଆତଙ୍କୀ ଏମଇଏଫର ସଦସ୍ୟ ବୋଲି ପୋଲିସ୍ ପକ୍ଷରୁ କୁହାଯାଇଛି। ସେମାନଙ୍କ ଠାରୁ ଦୁଇଟି ପିସ୍ତଲ, ଦୁଇଟି ଫାୟାର କେସ୍ ଓ ଗୋଟିଏ ବ୍ୟାଗ ଜବତ କରାଯାଇଛି।
ଗୁଇନ୍ଦା ବିଭାଗରୁ ସୂଚନା ପାଇବା ପରେ ସେନା ପକ୍ଷରୁ ମେଘାଳୟ ପୋଲିସର ସହଯୋଗରେ ନର୍ଥ ଗାରୋ ହିଲ୍ସ ଜିଲ୍ଲାର ରାଡି ଇଲାକାରେ ଅପରେସନ୍ ଆରମ୍ଭ କରାଯାଇଥିଲା। ଏହି ସ୍ଥାନଟି ଆସାମ ଓ ମେଘାଳୟ ସୀମାରେ ରହିଛି। ଭୋର ପ୍ରାୟ ସାଢ଼େ ୪ଟା ବେଳେ ଏହି ଅପରେସନ୍ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା
ବିଜେପି ପକ୍ଷରୁ ଜର୍ଜଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ବିରୋଧ କରାଯାଇଛି। ଏହାକୁ କ୍ଷମତାସୀନ ଏଲଡିଏଫ ସରକାରଙ୍କର ଗୋଟିଏ ରାଜନୀତିକ ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ କୁହାଯାଇଛି।
Politics
୨୦୨୬ କୋଟି କ୍ଷତି ସହିଛି ଦିଲ୍ଲୀ: ବିଜେପି ଟାର୍ଗେଟରେ ଆପ୍
ଲିକ୍ ହୋଇଥିବା ସିଏଜି ରିପୋର୍ଟକୁ ଆଧାର କରି ବିଜେପି କହିଛି ଯେ ଦିଲ୍ଲୀର କ୍ଷମତାସୀନ ଆପ୍ ଅବକାରୀ ନୀତି ଲାଗୁ କରିଛି। ଏଥିଯୋଗୁ ରାଜ୍ୟବାସୀ ୨୦୨୬ କୋଟି ଟଙ୍କାର କ୍ଷତି ସହିଛନ୍ତି।
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।