ମେକ୍ସିକୋର ନବ ନିର୍ବାଚିତ ରାଷ୍ଟ୍ରପତି ଏବେ ଚର୍ଚ୍ଚାରେ। ନିଜ ଦରମାର ୪୦ଭାଗ କାଟିଦେବାକୁ କହି ସେ ଚର୍ଚ୍ଚାରେ ରହିଛନ୍ତି। ମେକ୍ସିକୋର ନବ ନିର୍ବାଚିତ ରାଷ୍ଟ୍ରପତି ଆନ୍ଦ୍ରେସ୍ ମାନୁଏଲ୍ ଲୋପେଜ୍ ଓବ୍ରାଡୋର। ସେ କହିଛନ୍ତି, ପୂର୍ବତନ ରାଷ୍ଟ୍ରପତିଙ୍କର ଦରମା ତୁଳନାରେ ସେ ୪୦ପ୍ରତିଶତ କମ୍ ଦରମା ନେବେ। ନିକଟରେ ଏକ ସାକ୍ଷାତକାରରେ ଲୋପେଜ୍ ଏକଥା କହିଛନ୍ତି। ପ୍ରତି ମାସରେ ସେ ୫,୭୦୭ ଡଲାର୍ ଦରମା ନେବା କଥା କହିଛନ୍ତି। ତାଙ୍କ କାର୍ଯ୍ୟକାଳ ମଧ୍ୟରେ କୌଣସି ସରକାରୀ କର୍ମଚାରୀ ରାଷ୍ଟ୍ରପତିଙ୍କଠାରୁ ଅଧିକ ଦରମା ନେବେନି ବୋଲି କହିଛନ୍ତି। ଏଥିସହ ସେ କିଛି ନୂଆ ଯୋଜନାର ଆରମ୍ଭ
ଉଲ୍ଲେଖଯୋଗ୍ୟ, ରବିବାର ଦିନ ମେକ୍ସିକୋରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଚାଲିଥିଲା। ଏହି ନିର୍ବାଚନରେ ବିରୋଧୀ ଦଳର ନେତା ଆନ୍ଦ୍ରେସ୍ ଲୋପେଜ୍ ଓବ୍ରାଡୋର ବିଜୟ ହାସଲ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
National
ପାଇଖାନା ସଫା କଲେ ଛାତ୍ରୀ, ନିଲମ୍ବିତ ହେଲେ ପ୍ରିନ୍ସିପାଲ
କେତେବେଳେ ସେମାନଙ୍କୁ ପାଇଖାନା ସଫା କରିବାକୁ କୁହାଯାଏ ତ ଆଉ କେତେ ବେଳେ ପାଣି ଦେବାକୁ କୁହାଯାଏ। ଅନେକ ସମୟରେ ପିଲାମାନେ ସ୍କୁଲ ପରିସରକୁ ମଧ୍ୟ ସଫା କରନ୍ତି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।