ନୂଆଦିଲ୍ଲୀ: ଲକଡାଉନ୍ ବେଳେ ମରକଜରେ ସାମିଲ୍ ହୋଇଥିବା ବିଦେଶୀ ତବଲିଗି ଜମାତ ସଦସ୍ୟଙ୍କୁ କଳାତାଲିକାଭୁକ୍ତ କରିଛି ଗୃହ ମନ୍ତ୍ରଣାଳୟ। ଆଗାମୀ ୧୦ ବର୍ଷ ପାଇଁ ଏମାନଙ୍କୁ କଳାତାଲିକାଭୁକ୍ତ କରିଛି ଗୃହ ମନ୍ତ୍ରଣାଳୟ। ତବଲିଗି ଜମାତରେ ସାମିଲ୍ ହୋଇ ୨,୨୦୦ରୁ ଅଧିକ ବିଦେଶୀ ନାଗରିକ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ରହିଛି। କଳା ତାଲିକାଭୁକ୍ତ ହୋଇଥିବା ବିଦେଶୀ ନାଗରିକ ହେଲେ ନାଇଜେରିଆ, ଶ୍ରୀଲଙ୍କା, କେନିଆ, ଜିବୁତୀ, ତାଞ୍ଜାନିଆ, ଦକ୍ଷିଣ ଆଫ୍ରିକା, ମିଆଁମାର, ଥାଇଲ୍ୟାଣ୍ଡ, ବାଂଲାଦେଶ, ୟୁକେ (ଓସିଆ କାର୍ଡ ସଦସ୍ୟ), ଅଷ୍ଟ୍ରେଲିଆ ଏବଂ ନେପାଳର ନାଗରିକ ରହିଛନ୍ତି।
https://twitter.com/PIBHomeAffairs/status/1245713614054383616
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।
National
ଶାହଙ୍କୁ ଟାର୍ଗେଟ୍, କେଜ୍ରିଓ୍ୱାଲ କହିଲେ- ବିଜେପି ସତ୍ତାକୁ ଆସିଲେ ଲୋପ ପାଇଯିବ ବସ୍ତି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ। ୮ ତାରିଖରେ ଭୋଟ୍ ଗଣତି ହେବ।
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।