ଲକଡାଉନରୁ ବାଦ୍‌ ପଡ଼ିଲା ପରୀକ୍ଷା, ରାଜ୍ୟକୁ କେନ୍ଦ୍ରର ଚିଠି

ନୂଆଦିଲ୍ଲୀ: ମହାମାରୀ କରୋନା ଲକଡାଉନ ଦୀର୍ଘ ୨ ମାସ ହେଲା ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଛି। ସେହିପରି ପିଲାଙ୍କର କିଛି ପରୀକ୍ଷା ମଧ୍ୟ ସ୍ଥଗିତ ରହିଛି। ତେବେ ଏହି ସମସ୍ୟାକୁ ଦୂର କରିବା ପାଇଁ ଆଜି କେନ୍ଦ୍ର ସରକାର ପରୀକ୍ଷାକୁ ଲକଡାଉନରୁ ବାଦ ଦେଇଛନ୍ତି। ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକ ସ୍ଥଗିତ ଥିବା ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା କରିବାକୁ ଆଜି କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏନେଇ ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ କେନ୍ଦ୍ର […]

d

d

Hemant Lenka
  • Published: Wednesday, 20 May 2020
  • Updated: 20 May 2020, 05:36 PM IST

Sports

Latest News

ନୂଆଦିଲ୍ଲୀ: ମହାମାରୀ କରୋନା ଲକଡାଉନ ଦୀର୍ଘ ୨ ମାସ ହେଲା ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଛି। ସେହିପରି ପିଲାଙ୍କର କିଛି ପରୀକ୍ଷା ମଧ୍ୟ ସ୍ଥଗିତ ରହିଛି। ତେବେ ଏହି ସମସ୍ୟାକୁ ଦୂର କରିବା ପାଇଁ ଆଜି କେନ୍ଦ୍ର ସରକାର ପରୀକ୍ଷାକୁ ଲକଡାଉନରୁ ବାଦ ଦେଇଛନ୍ତି।

ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକ ସ୍ଥଗିତ ଥିବା ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା କରିବାକୁ ଆଜି କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏନେଇ ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ କେନ୍ଦ୍ର ଗୃହ ସଚିବ ଚିଠି ଲେଖିଛନ୍ତି।

ଚିଠିରେ ଲେଖାଯାଇଛି ଯେ ପରୀକ୍ଷା ଉପରୁ ସମସ୍ତ ପ୍ରକାରର ଲକଡାଉନ୍ କଟକଣା ହଟାଇ ଦିଆଯାଇଛି। ତେଣୁ ରାଜ୍ୟଗୁଡ଼ିକ ଦଶମ ଓ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା କରିବାକୁ ପ୍ରକ୍ରିୟା ଆରମ୍ଭ କରନ୍ତୁ। ତେବେ କରୋନା ପାଇଁ କଣ୍ଟେନମେଣ୍ଟ ଘୋଷଣା ହୋଇଥିବା ଜୋନରେ କୌଣସି ପରୀକ୍ଷା କେନ୍ଦ୍ର ହେବନାହିଁ।

ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ମାସ୍କ ପିନ୍ଧିବାକୁ ବାଧ୍ୟ। ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା ସହ ପରୀକ୍ଷା କେନ୍ଦ୍ରକୁ ସାନିଟାଇଜ୍ କରାଯିବ। ଘରୁ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣିବା ପାଇଁ ସ୍ୱତନ୍ତ୍ର ବସ୍ ବ୍ୟବସ୍ଥା କରାଯିବ ବୋଲି କୁହାଯାଇଛି। ପିଲାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଚିଠିରେ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story