ସୁନା ଚୋରା ଚାଲାଣ ମାମଲା, ଏନଆଇଏକୁ ତଦନ୍ତ ଦାୟିତ୍ୱ ଦେଲା କେନ୍ଦ୍ର

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରାଳୟ ଗୁରୁବାର କେରଳ ଥିରୁଅନନ୍ତପୁରମ ବିମାନ ବନ୍ଦରରେ ଧରା ହୋଇଥିବା ସୁନା ଚୋରି ମାମଲାର ତଦନ୍ତ ଦାୟିତ୍ୱ ଏନଆଇଏକୁ ଦେଇଛି। କେରଳ ମୁଖ୍ୟମନ୍ତ୍ରୀ ପିନାରାୟ ବିଜୟନ ପ୍ରଧାନମନ୍ତ୍ରୀଙ୍କୁ ସିବିଆଇ ତଦନ୍ତ ପାଇଁ ଅନୁରୋଧ କରିବା ପରେ ଗୃହ ମନ୍ତ୍ରାଳୟ ଏନଆଇଏ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛି। ଜାତୀୟ ସୁରକ୍ଷାକୁ ଆଧାର କରି ଏନଆଇଏକୁ ତଦନ୍ତ ଦାୟିତ୍ୱ ଦିଆଯାଇଛି ବୋଲି ଗୃହ ବିଭାଗ କହିଛି। ସୁନା ଚୋରି ମାମଲାରେ ବିରୋଧୀ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି […]

q

q

Subhransu Sekhar
  • Published: Thursday, 09 July 2020
  • Updated: 09 July 2020, 10:40 PM IST

Sports

Latest News

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରାଳୟ ଗୁରୁବାର କେରଳ ଥିରୁଅନନ୍ତପୁରମ ବିମାନ ବନ୍ଦରରେ ଧରା ହୋଇଥିବା ସୁନା ଚୋରି ମାମଲାର ତଦନ୍ତ ଦାୟିତ୍ୱ ଏନଆଇଏକୁ ଦେଇଛି। କେରଳ ମୁଖ୍ୟମନ୍ତ୍ରୀ ପିନାରାୟ ବିଜୟନ ପ୍ରଧାନମନ୍ତ୍ରୀଙ୍କୁ ସିବିଆଇ ତଦନ୍ତ ପାଇଁ ଅନୁରୋଧ କରିବା ପରେ ଗୃହ ମନ୍ତ୍ରାଳୟ ଏନଆଇଏ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛି। ଜାତୀୟ ସୁରକ୍ଷାକୁ ଆଧାର କରି ଏନଆଇଏକୁ ତଦନ୍ତ ଦାୟିତ୍ୱ ଦିଆଯାଇଛି ବୋଲି ଗୃହ ବିଭାଗ କହିଛି। ସୁନା ଚୋରି ମାମଲାରେ ବିରୋଧୀ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି।

ସୂଚନାଯୋଗ୍ୟ, ଗତ ସପ୍ତାହରେ ଥିରୁଅନନ୍ତପୁରମ ବିମାନ ବନ୍ଦରରେ ୩୦ କେଜିର ସୁନା ଧରା ହୋଇଥିଲା। ୟୁଏଇ ବିମାନ ବନ୍ଦରରୁ ଆସିଥିବା କୂଟନୀତିକ କାର୍ଗୋରେ ଏହି ସୁନା ଆସୁଥିବା ବେଳେ କଷ୍ଟମ ବିଭାଗ ରେଡ୍ କରି ଧରିଥିଲା। ଏହି ମାମଲାରେ ମୁଖ୍ୟମନ୍ତ୍ରୀ ପିନରାୟ ବିଜୟନଙ୍କ ମୁଖ୍ୟ ସଚିବ ଏମ ଶିବଶଙ୍କରଙ୍କର ସଂପୃକ୍ତି ଥିବା ନେଇ ବିରୋଧୀ ଦାବି କରିଛନ୍ତି। ଏହାପରେ ଶିବଶଙ୍କରଙ୍କୁ ମୁଖ୍ୟମନ୍ତ୍ରୀ ନିଲମ୍ୱନ କରିଛନ୍ତି।

ଏହି ସୁନା ଚୋରା ଚାଲାଣ ଘଟଣାରେ ରାଜ୍ୟ ଆଇଟି ବିଭାଗର ସଚିବ ସ୍ୱପ୍ନା ସୁରେଶ ମଧ୍ୟ ସାମିଲ ଥିବା ଜଣାପଡ଼ିବା ପରେ ତାଙ୍କୁ ପଦରୁ ବିଦା କରାଯାଇଛି। ତାଙ୍କର କୌଣସି ପତ୍ତା ଏଯାବତ ମିଳିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story