ଭୋପାଲ: ମଧ୍ୟପ୍ରଦେଶର ଗ୍ୱାଲିଅରରେ ଭାରତୀୟ ବାୟୁସେନାର ମିଗ୍-୨୧ ଲଢୁଆ ବିମାନ ଦୁର୍ଘଟଣାର ଶିକାର ହୋଇଛି। ବିମାନରେ ଥିବା ଦୁଇ ପାଇଲଟ୍ ସୁରକ୍ଷିତ ଭାବରେ ଅବତରଣ କରିଥିବା ଜଣାପଡ଼ିଛି। ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି। ବାୟୁସେନା ଏବେ ତଦନ୍ତ ନିର୍ଦ୍ଦେଶ ଦେଇଛି। ବିମାନଟି ଖସି ପଡ଼ିବା ପରେ ସ୍ଥାନୀୟ ଲୋକେ ପଳାଇ ଆସିଥିଲେ ଘଟଣାସ୍ଥଳକୁ। ଏହାପରେ ପାଣି ଢ଼ାଳି ବିମାନରୁ ବାହାରୁଥିବା ଧୂଆଁକୁ ଲିଭାଇଥିଲେ।
https://twitter.com/ANI/status/1176733127923752960
ଅଧିକ ସୂଚନାକୁ ଅପେକ୍ଷା..
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।