ପୁଲିସ୍‌ ଷ୍ଟେସନ୍‌ ଉପରକୁ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼

ପୁଲୱାମା: ପୁଣିଥରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି। ଆଜି ସନ୍ଧ୍ୟାରେ ଆତଙ୍କବାଦୀମାନେ ପୁଲୱାମା ପୁଲିସ୍‌ ଷ୍ଟେସନ ଉପରକୁ ଘନଘନ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଏଥିରେ ୮ ଜଣ ସାଧାରଣ ଲୋକ ଆହତ ହୋଇଛନ୍ତି। ଏହି ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଏମାନଙ୍କୁ ଶ୍ରୀନଗରସ୍ଥିତ ହସ୍ପିଟାଲ୍‌କୁ ସ୍ୱତନ୍ତ୍ର ଭାବେ ଚିକିତ୍ସା ପାଇଁ ପଠା ଯାଇଛି। ଗ୍ରେନେଡ୍‌ ମାଡ଼ ପରେ ସମଗ୍ର ଅଞ୍ଚଳକୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ କର୍ଡନ କରାଯାଇ ସର୍ଚ୍ଚ ଅପରେସନ […]

po

Hemant Lenka
  • Published: Tuesday, 18 June 2019
  • , Updated: 18 June 2019, 08:07 PM IST

ପୁଲୱାମା: ପୁଣିଥରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି। ଆଜି ସନ୍ଧ୍ୟାରେ ଆତଙ୍କବାଦୀମାନେ ପୁଲୱାମା ପୁଲିସ୍‌ ଷ୍ଟେସନ ଉପରକୁ ଘନଘନ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଏଥିରେ ୮ ଜଣ ସାଧାରଣ ଲୋକ ଆହତ ହୋଇଛନ୍ତି।

ଏହି ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଏମାନଙ୍କୁ ଶ୍ରୀନଗରସ୍ଥିତ ହସ୍ପିଟାଲ୍‌କୁ ସ୍ୱତନ୍ତ୍ର ଭାବେ ଚିକିତ୍ସା ପାଇଁ ପଠା ଯାଇଛି। ଗ୍ରେନେଡ୍‌ ମାଡ଼ ପରେ ସମଗ୍ର ଅଞ୍ଚଳକୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ କର୍ଡନ କରାଯାଇ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଛି।

Related story