ଗାନ୍ଧିନଗର: ଆଗକୁ ଅଛି ଗୁଜରାଟ ବିଧାନସଭା ନିର୍ବାଚନ। ଏଥିପାଇଁ ତାରିଖ ଘୋଷଣା ହୋଇ ନଥିଲେ ବି ଗୁଜରାଟରେ ରାଜନୈତିକ ତାତି ଦେଖିବାକୁ ମିଳୁଛି। ଆଗାମୀ ନିର୍ବାଚନରେ ବିଜେପି ନିଜ ଗଡ଼ ସୁରକ୍ଷିତ ରଖିବା ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛି। ଏନେଇ ଗାନ୍ଧିନଗରରେ ଗୁଜରାଟ ଗୌରବ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ନିର୍ବାଚନୀ ରାଲି କରିଛନ୍ତି। ସେଠାରେ ପ୍ରାୟ ୭ ଲକ୍ଷ ଜନସାଧାରଣଙ୍କୁ ସମ୍ବୋଧିତ କରି ମୋଦି କହିଛନ୍ତି, ୨୦୧୯ରେ ବିଜେପିକୁ ଜିତାଅ, ୨୦୨୪ ପାଇଁ ଚିନ୍ତା କର।
ଏହି ଅବସରରେ ସେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି। ଅମିତ୍ ଶାହ ମ୍ୟାନ୍ ଅଫ୍ ଦ ମ୍ୟାଚ ବୋଲି କହିଛନ୍ତି ମୋଦି। ସେହିଭଳି କଂଗ୍ରେସ ଉପରେ ମନଇଚ୍ଛା ବର୍ଷିଛନ୍ତି ମୋଦି। ବିକାଶକୁ ମଜାକ୍ରେ ଉଡ଼ାଉଥିବା ଦଳ କଂଗ୍ରେସ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କାହିଁକି ନିଜ ଗୁପ୍ତାଙ୍ଗରେ ସର୍ଜିକାଲ ବ୍ଲେଡ ଭର୍ତ୍ତି କରି ଦେଲେ ଦୁଷ୍କର୍ମ ପୀଡ଼ିତା ?
ଯୁବତୀ ଜଣଙ୍କ କାହିଁକି ଏମିତି କଲେ?
Health
ଘାଇଲା କରୁଥିବା ବିରଳ ସ୍ନାୟୁ ରୋଗ GBS କ’ଣ? କାରଣ ଜଣାପଡ଼ୁନି
ଜିବିଏସ୍ ଗୋଟିଏ ବିରଳ ରୋଗ ହୋଇଥିବା ବେଳେ ଏଯାଏ ଏହା କ’ଣ ପାଇଁ ହେଉଛି, ସେକଥା ଡାକ୍ତରମାନେ ଜାଣିବାକୁ ସକ୍ଷମ ହୋଇନାହାନ୍ତି।
National
ଚା’ ବିକାଳିର ‘ନିଆଁ ଗୁଜବ’ ଯୋଗୁ କେମିତି ଚାଲି ଗଲା ୧୩ ଜଣଙ୍କ ଜୀବନ?
କିନ୍ତୁ ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିବା ଗୁଜବ କିଏ ପ୍ରଚାର କରିଥିଲା? କାହିଁକି ଟ୍ରେନର ଚେନ୍ ପୁଲ୍ ହେବା ପରେ କିଛି ଲୋକ ନିକଟସ୍ଥ ଟ୍ରାକକୁ ଡିଆଁ ମାରିଲେ?
Crime
ପତ୍ନୀଙ୍କୁ ମାରି ପ୍ରେସର କୁକରରେ ସିଝାଇବା ଘଟଣା ଓଡ଼ିଶାର ସୋମନାଥଙ୍କ କଥା ମନେ ପକାଇ ଦେଲା
ଆଜିକୁ ଠିକ ୧୨ ବର୍ଷ ତଳେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଆଇଆରସି ଭିଲେଜରେ ସମାନ ଘଟଣା ଘଟିଥିଲା।
Accident
ନିଆଁ ଗୁଜବ ପରେ ଗୋଟିଏ ଟ୍ରେନରୁ ଡେଇଁଲେ, ଆଉ ଗୋଟିଏ ଟ୍ରେନ ନେଇ ଗଲା ୧୧ ଜୀବନ
ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍କମ ଏକ୍ସପ୍ରେସର କିଛି ଲୋକ ଟ୍ରେନରେ ନିଆଁ ଲାଗି ଯାଇଥିବା ଆଶଙ୍କା କରି ଟ୍ରାକୁ ଡେଇଁ ପଡ଼ିଥିଲେ