ବିଶକେକ୍‌ ଅଭିମୁଖେ ପ୍ରଧାନମନ୍ତ୍ରୀ ମୋଦି, ବର୍ଜନ କଲେ ପାକ୍ ଆକାଶପଥ

ନୂଆଦିଲ୍ଲୀ: ଏସସିଓ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ପ୍ରଧାନମନ୍ତ୍ରୀ ମୋଦି କିର୍ଗିଜିସ୍ତାନର ରାଜଧାନୀ ବିଶକେକ୍‌ ଅଭିମୁଖେ ଯାତ୍ରା କରିଛନ୍ତି। ଆଜି ଏବଂ କାଲିର ବୈଠକରେ ସେ ଯୋଗଦେବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଭିଆଇପି ବିମାନଟି ଓମାନ, ଇରାନ୍‌ ଓ କେନ୍ଦ୍ରୀୟ ଏସିଆ ଆକାଶ ମାର୍ଗ ଦେଇ ଆଜି ବିଶକେକ୍‌ରେ ପହଞ୍ଚିବ। ପ୍ରଧାନମନ୍ତ୍ରୀ ଦ୍ୱିତୀୟଥର ପ୍ରଧାନମନ୍ତ୍ରୀ ହେବା ପରେ ଏହା ପ୍ରଥମ ଅନ୍ତର୍ଜାତୀୟ ବୈଠକରେ ଯୋଗଦାନ। ଏହି ବୈଠକରେ ଅନ୍ତର୍ଜାତୀୟ ସୁରକ୍ଷା, ଆର୍ଥିକ ସହଯୋଗ ଆଦି ପ୍ରସଙ୍ଗ ଉପରେ ଆଲୋଚନା […]

MODI (2)

MODI (2)

Subhransu Sekhar
  • Published: Thursday, 13 June 2019
  • Updated: 13 June 2019, 09:56 AM IST

Sports

Latest News

ନୂଆଦିଲ୍ଲୀ: ଏସସିଓ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ପ୍ରଧାନମନ୍ତ୍ରୀ ମୋଦି କିର୍ଗିଜିସ୍ତାନର ରାଜଧାନୀ ବିଶକେକ୍‌ ଅଭିମୁଖେ ଯାତ୍ରା କରିଛନ୍ତି। ଆଜି ଏବଂ କାଲିର ବୈଠକରେ ସେ ଯୋଗଦେବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଭିଆଇପି ବିମାନଟି ଓମାନ, ଇରାନ୍‌ ଓ କେନ୍ଦ୍ରୀୟ ଏସିଆ ଆକାଶ ମାର୍ଗ ଦେଇ ଆଜି ବିଶକେକ୍‌ରେ ପହଞ୍ଚିବ। ପ୍ରଧାନମନ୍ତ୍ରୀ ଦ୍ୱିତୀୟଥର ପ୍ରଧାନମନ୍ତ୍ରୀ ହେବା ପରେ ଏହା ପ୍ରଥମ ଅନ୍ତର୍ଜାତୀୟ ବୈଠକରେ ଯୋଗଦାନ।

ଏହି ବୈଠକରେ ଅନ୍ତର୍ଜାତୀୟ ସୁରକ୍ଷା, ଆର୍ଥିକ ସହଯୋଗ ଆଦି ପ୍ରସଙ୍ଗ ଉପରେ ଆଲୋଚନା ହେବ। ମୋଦି ଚାଇନା ରାଷ୍ଟ୍ରପତି ସି ଜିନ୍ ପିଙ୍ଗ୍ ଏବଂ ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏହି ସମ୍ମିଳନୀ ଅବସରରେ ଭେଟିବେ ।

ଏହି ଭେଟଘାଟ ବେଳେ ଦୁଇ ଦେଶ ମଧ୍ୟରେ ଅନେକ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଚୁକ୍ତି ହେବ ବୋଲି ଜଣାପଡ଼ିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଏହି ବୈଠକରେ ଯୋଗ ଦେବେ କିନ୍ତୁ ମୋଦିଙ୍କର ତାଙ୍କ ସହ କୌଣସି ପ୍ରସଙ୍ଗରେ ଆଲୋଚନା ହେବ ନାହିଁ ବୋଲି ବୈଦେଶିକ ମୁଖପାତ୍ର ରଵୀଶ କୁମାର ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story