ବାପୁ ଓ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ: ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୪୭ତମ ଜୟନ୍ତୀ। ଏହି ଅବସରରେ ବାପୁଙ୍କ ସମାଧିସ୍ଥଳ ରାଜଘାଟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଉପରାଷ୍ଟ୍ରପତି ହମୀଦ୍ ଅନସାରୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ରାଜଘାଟରେ ସତ୍ୟ ଓ ଅହିଂସାର ପୂଜାରୀ ବାପୁଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ସେହିପରି ବିଜୟଘାଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କୁ ନେତାମାନେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ରାଷ୍ଟ୍ରପତି ପ୍ରଣବ […]

modis

modis

Rakesh Mallick
  • Published: Sunday, 02 October 2016
  • Updated: 02 October 2016, 03:35 PM IST

Sports

Latest News

ନୂଆଦିଲ୍ଲୀ: ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୪୭ତମ ଜୟନ୍ତୀ। ଏହି ଅବସରରେ ବାପୁଙ୍କ ସମାଧିସ୍ଥଳ ରାଜଘାଟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଉପରାଷ୍ଟ୍ରପତି ହମୀଦ୍ ଅନସାରୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ରାଜଘାଟରେ ସତ୍ୟ ଓ ଅହିଂସାର ପୂଜାରୀ ବାପୁଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ସେହିପରି ବିଜୟଘାଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କୁ ନେତାମାନେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଶନିବାର ଗାନ୍ଧୀଙ୍କୁ ମନେପକାଇ ମୁଖାର୍ଜୀ କହିଛନ୍ତି, ଗାନ୍ଧୀ ଆମକୁ ଶ୍ରଦ୍ଧାର ସହ ବଞ୍ଚିବାକୁ ଶିଖାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story