ନୂଆଦିଲ୍ଲୀ: ଦୁର୍ନୀତିଗ୍ରସ୍ତ ଓ ଅପାରଗ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ମୋଦି ସରକାର। ଏ ନେଇ ସରକାର ସମସ୍ତ ମନ୍ତ୍ରଣାଳୟକୁ କର୍ମଚାରୀଙ୍କ ରେକର୍ଡ ମାଗିଥିବା ସୂଚନା ରହିଛି। ଯେଉଁ କର୍ମଚାରୀଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆସିଥିବ ସେମାନଙ୍କ ରେକର୍ଡ ଯାଞ୍ଚ କରିବା ପରେ ସରକାର ସେମାନଙ୍କୁ ଅବସର ନେବାକୁ କହିବେ ବୋଲି ଜଣାପଡ଼ିଛି।
ମୁଖ୍ୟତଃ ୩୦ ବର୍ଷ ଚାକିରି ପୂରଣ କରିଥିବା କିମ୍ବା ୫୦ ରୁ ୫୫ ବର୍ଷ ବୟସର କର୍ମଚାରୀଙ୍କ ରେକର୍ଡ ଯାଞ୍ଚ କରିବାକୁ ସରକାର ବିଭାଗ ଗୁଡ଼ିକୁ କହିଥିବା ସୂଚନା ରହିଛି।
ଶୁକ୍ରବାର ସରକାର ଜାରି କରିଥିବା ଏକ ଆଦେଶରେ କୁହାଯାଇଛି ଯେ ସରକାରୀ କର୍ମଚାରୀ ହଠାତ୍ ଅବସର ନେବା ନିୟମ ଅନୁଯାୟୀ ଦଣ୍ଡ ନୁହେଁ। ଏହା 'ବାଧ୍ୟତାମୂଳକ ଅବସର' ଠାରୁ ଭିନ୍ନ, ଯାହା କେନ୍ଦ୍ରୀୟ ନାଗରିକ ସେବା ନିୟମ, ୧୯୬୫ ଅନୁଯାୟୀ ଧାର୍ଯ୍ୟ କରାଯାଇଥିବା ଦଣ୍ଡ ମଧ୍ୟରୁ ଅନ୍ୟତମ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀକୁ ନେଇ ସସ୍ପେନ୍ସ ଜାରି, ଆଜି ଇସ୍ତଫା ଦେବେ ଏକନାଥ
ମହାୟୁତିର ମହାବିଜୟ ପରେ ଏବେ ଚର୍ଚ୍ଚା, ସିଏମ୍ ସିଟରେ ବସିବ କିଏ? ବିଜେପି ପାଇଁ ବିଜୟର ଶ୍ରେୟ ଆଣିଥିବା ଦେବେନ୍ଦ୍ର ଫଡନାଭିସ୍, ମହାୟୁତିର ମହାନାୟକ ସାଜିଥିବା ଏକନାଥ ସିନ୍ଧେ ନା ବିଜୟର ଭାଗିଦାରୀ ଏନସିପିର ଅଜିତ ପାୱାର।
National
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ରସଂଘ ନିର୍ବାଚନରେ NSUIର ବାଜିମାତ
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଅଧ୍ୟକ୍ଷ ଓ ଯୁଗ୍ମ ସମ୍ପାଦକ ପଦ ଜିତିଲା ଏନଏସୟୁଆଇ। ଉପାଧ୍ୟକ୍ଷ ଓ ସଚିବ ପଦରେ ଏବିଭିପିର ବିଜୟ।
National
ଦିଲ୍ଲୀ ପ୍ରଦୂଷଣ: ସ୍କୁଲ ଖୋଲିବା ଉପରେ CAQM ନେବ ନିଷ୍ପତ୍ତି, ଶ୍ରମିକଙ୍କୁ ମିଳୁ ଭତ୍ତା
ବାୟୁ ପ୍ରଦୂଷଣ ଭିତରେ ଦିଲ୍ଲୀରେ ସ୍କୁଲ ଖୋଲିବା ନିଷ୍ପତ୍ତି ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ଉପରେ ଛାଡ଼ିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ନିର୍ମାଣ କାର୍ଯ୍ୟ ବନ୍ଦ ଥିବାରୁ ଶ୍ରମିକମାନଙ୍କୁ ଭତ୍ତା ପ୍ରଦାନ କରିବାକୁ ନିର୍ଦ୍ଦେଶ।
National
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସମ୍ବିଧାନରୁ ହଟିବନି 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ
ସମ୍ବିଧାନରୁ 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏହି ଶବ୍ଦ ଯୋଡ଼ାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।