ଜମ୍ମୁ କଶ୍ମୀରକୁ ନେଇ ଐତିହାସିକ ପଦକ୍ଷେପ, ଧାରା ୩୭୦ ଉଚ୍ଛେଦ ପାଇଁ ସଂସଦରେ ପ୍ରସ୍ତାବ ଆଗତ

ନୂଆଦିଲ୍ଲୀ: କଶ୍ମୀରକୁ ସ୍ୱତନ୍ତ୍ର ପାହ୍ୟାର ମାନ୍ୟତା ଦେଉଥିବା ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ହେବ ବୋଲି ରାଜ୍ୟସଭାରେ ପ୍ରସ୍ତାବ ରଖିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ଧାରା ୩୭୦ ଏକ ସାମୟିକ ବ୍ୟବସ୍ଥା ହୋଇଥିବାରୁ ଏବେ ଏହାକୁ ହଟାଇବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ପ୍ରସ୍ତାବ ରଖିଛନ୍ତି। ଧାରା ୩୭୦ ହଟିଲେ କଶ୍ମୀରରୁ ଲଦାଖ ଅଲଗା ହେବ। ଏହାପରେ କଶ୍ମୀର ଏବଂ ଲଦାଖ ଦୁଇଟି ଅଲଗା ଅଲଗା କେନ୍ଦ୍ର ଶାସିତ ରାଜ୍ୟ ହେବ। ରାଜ୍ୟସଭାରେ ଗୃହମନ୍ତ୍ରୀ ଏହି ପ୍ରସ୍ତାବ ରଖିବା […]

amit saha

amit saha

Subhransu Sekhar
  • Published: Monday, 05 August 2019
  • Updated: 05 August 2019, 02:25 PM IST

Sports

Latest News

ନୂଆଦିଲ୍ଲୀ: କଶ୍ମୀରକୁ ସ୍ୱତନ୍ତ୍ର ପାହ୍ୟାର ମାନ୍ୟତା ଦେଉଥିବା ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ହେବ ବୋଲି ରାଜ୍ୟସଭାରେ ପ୍ରସ୍ତାବ ରଖିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ଧାରା ୩୭୦ ଏକ ସାମୟିକ ବ୍ୟବସ୍ଥା ହୋଇଥିବାରୁ ଏବେ ଏହାକୁ ହଟାଇବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ପ୍ରସ୍ତାବ ରଖିଛନ୍ତି। ଧାରା ୩୭୦ ହଟିଲେ କଶ୍ମୀରରୁ ଲଦାଖ ଅଲଗା ହେବ। ଏହାପରେ କଶ୍ମୀର ଏବଂ ଲଦାଖ ଦୁଇଟି ଅଲଗା ଅଲଗା କେନ୍ଦ୍ର ଶାସିତ ରାଜ୍ୟ ହେବ।

ରାଜ୍ୟସଭାରେ ଗୃହମନ୍ତ୍ରୀ ଏହି ପ୍ରସ୍ତାବ ରଖିବା ପରେ ବିରୋଧୀ ଏହାର ଦୃଢ଼ ବିରୋଧ କରିଛନ୍ତି। ଏହାକୁ ନେଇ ଗୃହରେ ଝଡ଼ ସୃଷ୍ଟି ହୋଇଛି। ଉପରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ବିରୋଧୀ ସାଂସଦଙ୍କ ନାରାବାଜିକୁ ଦେଖି ଗୃହରେ ମାର୍ଶଲ ନିୟୋଜିତ କରିବାକୁ ନିର୍ଦ୍ଦେଶ ଦେଇଥିବା ସୂଚନା ରହିଛି।

ସୂଚନାଯୋଗ୍ୟ, ଗତ ସପ୍ତାହରୁ କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଥିଲା। ଏହାପରେ ଗତକାଲି କଶ୍ମୀରରେ ମୋବାଇଲ ଏବଂ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ଏମିତିକି ଜମ୍ମୁ କଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଏବଂ ମେହବୁବା ମୁଫତିଙ୍କୁ ଗୃହବନ୍ଦୀ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story