ମେ’ ୨୬ରେ ନୂଆ ସରକାର ଗଠନ କରିବେ ମୋଦି!

ନୂଆଦିଲ୍ଲୀ: ପୁଣିଥରେ ଦେଶ ଗେରୁଆ ମୟ ହେବ ବୋଲି ବର୍ତ୍ତମାନର ଭୋଟ୍‌ ଗଣତି ଆଧାରରେ କୁହାଯାଉଛି। ଅର୍ଥାତ ନରେନ୍ଦ୍ର ମୋଦି ଆସନ୍ତା ୫ ବର୍ଷ ପାଇଁ ଦେଶକୁ ଶାସନ କରିବେ। ତେବେ ନୂଆ ସରକାର ଆସନ୍ତା ୨୬ ତାରିଖ ଦିନ ଗଠନ ହେବ ବୋଲି ଜଣାପଡ଼ିଛି। ୨୬ ତାରିଖ ରବିବାର ପଡ଼ୁଛି। ସେହି ଦିନ ନରେନ୍ଦ୍ର ମୋଦି କ୍ରମାଗତ ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଏଥିସହ ତାଙ୍କ ମନ୍ତ୍ରିମଣ୍ଡଳ ମଧ୍ୟ ଗଠନ […]

modi-mask-2..

modi-mask-2..

Hemant Lenka
  • Published: Thursday, 23 May 2019
  • Updated: 23 May 2019, 04:35 PM IST

Sports

Latest News

ନୂଆଦିଲ୍ଲୀ: ପୁଣିଥରେ ଦେଶ ଗେରୁଆ ମୟ ହେବ ବୋଲି ବର୍ତ୍ତମାନର ଭୋଟ୍‌ ଗଣତି ଆଧାରରେ କୁହାଯାଉଛି। ଅର୍ଥାତ ନରେନ୍ଦ୍ର ମୋଦି ଆସନ୍ତା ୫ ବର୍ଷ ପାଇଁ ଦେଶକୁ ଶାସନ କରିବେ। ତେବେ ନୂଆ ସରକାର ଆସନ୍ତା ୨୬ ତାରିଖ ଦିନ ଗଠନ ହେବ ବୋଲି ଜଣାପଡ଼ିଛି।

୨୬ ତାରିଖ ରବିବାର ପଡ଼ୁଛି। ସେହି ଦିନ ନରେନ୍ଦ୍ର ମୋଦି କ୍ରମାଗତ ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଏଥିସହ ତାଙ୍କ ମନ୍ତ୍ରିମଣ୍ଡଳ ମଧ୍ୟ ଗଠନ ହେବ। ଏଥିପାଇଁ ଆସନ୍ତାକାଲି ମୋଦି କ୍ୟାବିନେଟ୍‌ ବୈଠକ ଡାକିଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story