ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ସରକାର କୌଣସି ପ୍ରଶ୍ନର ଉତ୍ତର ସିଧାସଳଖ ଦେଉ ନାହାନ୍ତି। ସବୁବେଳେ ବୁଲାଇବଙ୍କାଇ ଉତ୍ତର ଦେଉଛନ୍ତି। ଗୁରୁବାର ଏହି ଅଭିଯୋଗ ଆଣିଛନ୍ତି କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧି। ସେ ସରକାରଙ୍କୁ ପଚାରିଥିବା ୩/୪ଟି ପ୍ରଶ୍ନର ଉତ୍ତର ତାଙ୍କୁ ମିଳି ନାହିଁ ବୋଲି ଅଭିଯୋଗ କରି ରାହୁଲ ଏଭଳି ମନ୍ତବ୍ୟ ଦେଇଛନ୍ତି।
ସେ କହିଛନ୍ତି,“ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଂସଦର ଉଭୟ ଗୃହରେ ଘଣ୍ଟା ଘଣ୍ଟା ଧରି କହିବାର ଦେଖିଛି। କିନ୍ତୁ ମୋର ଗୋଟିଏ ବି ପ୍ରଶ୍ନର ଉତ୍ତର ମିଳି ନାହିଁ।”
ସେହିପରି କେନ୍ଦ୍ର ଅର୍ଥ ମନ୍ତ୍ରୀ ଅରୁଣ ଜେଟଲୀଙ୍କ ଉପରେ ଆକ୍ରମଣ କରି ରାହୁଲ କହିଛନ୍ତି,“ ମୁଁ ତାଙ୍କୁ ବିଜୟ ମାଲ୍ୟାଙ୍କ ସଂପର୍କରେ ସିଧା ପ୍ରଶ୍ନ ପଚାରିଥିଲି। କିନ୍ତୁ ସେ ବୁଲାଇବଙ୍କାଇ ଉତ୍ତର ଦେଇଥିଲେ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।