ଜବାହରଲାଲ ନେହରୁଙ୍କ ଅବଦାନ ଦେଶ ମନେରଖିବ: ମୋଦି

ନୂଆଦିଲ୍ଲୀ: ଆଜି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହରୁଙ୍କ ୫୫ତମ ପୁଣ୍ୟତିଥି। ଏହି ଅବସରରେ ଟ୍ୱିଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶ ନିର୍ମାଣରେ ନେହରୁଙ୍କ ଅବଦାନ ମନେ ରହିବ ବୋଲି ସେ ନିଜ ଟ୍ୱିଟର ହ୍ୟାଣ୍ଡଲରେ ପୋଷ୍ଟ କରି କହିଛନ୍ତି। Tributes to Pandit Jawaharlal Nehru Ji on his death anniversary. We remember his contributions to our nation. — Narendra Modi (@narendramodi) May 27, […]

sonia on neheru

sonia on neheru

Subhransu Sekhar
  • Published: Monday, 27 May 2019
  • Updated: 27 May 2019, 06:36 PM IST

ନୂଆଦିଲ୍ଲୀ: ଆଜି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହରୁଙ୍କ ୫୫ତମ ପୁଣ୍ୟତିଥି। ଏହି ଅବସରରେ ଟ୍ୱିଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶ ନିର୍ମାଣରେ ନେହରୁଙ୍କ ଅବଦାନ ମନେ ରହିବ ବୋଲି ସେ ନିଜ ଟ୍ୱିଟର ହ୍ୟାଣ୍ଡଲରେ ପୋଷ୍ଟ କରି କହିଛନ୍ତି।

ସେହିପରି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି, ୟୁପିଏ ଅଧ୍ୟକ୍ଷ ସୋନିଆ ଗାନ୍ଧି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ନେହରୁଙ୍କ ସମାଧିସ୍ଥଳକୁ ଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଟ୍ୱିଟ୍ କରି ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story