ଉଗାଣ୍ଡାରେ ପ୍ରଧାନମନ୍ତ୍ରୀ ମୋଦି: ଦୁଇ ଦେଶ ମଧ୍ୟରେ ବ୍ୟବସାୟିକ ସମ୍ପର୍କକୁ ମଜଭୁତ୍‌ କରିବାକୁ ଦେଲେ ଆହ୍ୱାନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଫ୍ରିକା ମହାଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜ ପାଞ୍ଚ ଦିନିଆ ଗସ୍ତ ଅବସରରେ ମୋଦି ଆଜି ପହଞ୍ଚିଛନ୍ତି ଉଗାଣ୍ଡାରେ। ଏହି ଅବସରରେ ମୋଦି ଉଗାଣ୍ଡା ରାଷ୍ଟ୍ରପତି ୟୁଏରୀ ମୁସଭେନୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ବିଶେଷ କରି ଦୁଇ ଦେଶ ମଧ୍ୟରେ ବ୍ୟବସାୟିକ ସମ୍ପର୍କକୁ ନେଇ ଆଲୋଚନା ହୋଇଛି। ଉଭୟ ଦେଶ ମଧ୍ୟରେ ଆୟୋଜିତ ହୋଇଥିବା ବ୍ୟବସାୟିକ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି ମୋଦି। ଦୁଇ ଦେଶ ମଧ୍ୟରେ ବ୍ୟବସାୟିକ ସମ୍ପର୍କକୁ ମଜଭୂତ […]

1532345853_pm-narendra-modi-africa-tour-5-day-state-visit-uganda-rwanda-south-africa

Rakesh Mallick
  • Published: Wednesday, 25 July 2018
  • Updated: 25 July 2018, 09:23 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଫ୍ରିକା ମହାଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜ ପାଞ୍ଚ ଦିନିଆ ଗସ୍ତ ଅବସରରେ ମୋଦି ଆଜି ପହଞ୍ଚିଛନ୍ତି ଉଗାଣ୍ଡାରେ। ଏହି ଅବସରରେ ମୋଦି ଉଗାଣ୍ଡା ରାଷ୍ଟ୍ରପତି ୟୁଏରୀ ମୁସଭେନୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ବିଶେଷ କରି ଦୁଇ ଦେଶ ମଧ୍ୟରେ ବ୍ୟବସାୟିକ ସମ୍ପର୍କକୁ ନେଇ ଆଲୋଚନା ହୋଇଛି। ଉଭୟ ଦେଶ ମଧ୍ୟରେ ଆୟୋଜିତ ହୋଇଥିବା ବ୍ୟବସାୟିକ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି ମୋଦି। ଦୁଇ ଦେଶ ମଧ୍ୟରେ ବ୍ୟବସାୟିକ ସମ୍ପର୍କକୁ ମଜଭୂତ କରିବା ନେଇ ଆହ୍ୱାନ ଦେଇଛନ୍ତି ମୋଦି। ଏହାସହ ଦୁଇ ଦେଶର ବିକାଶରେ ଯୁବ ପିଢ଼ିଙ୍କ ଭୂମିକା ବହୁ ଗୁରୁତ୍ୱବହନ କରୁଥିବା ସେ କହିଛନ୍ତି। ୨୦ ବର୍ଷ ପରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ ଉଗାଣ୍ଡା ଗସ୍ତ କରିଛନ୍ତି। ସେପଟେ ଲୋକସଭା ଅଧିବେଶନ୍ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଗସ୍ତକୁ ସମାଲୋଚନା କରିଛି କଂଗ୍ରେସ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story