‘ପ୍ରଥମେ ମା’ର ଆଶୀର୍ବାଦ, ତାପରେ କାଶୀ ଯିବି’

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଭାବରେ  ଶପଥ ନେବା ପୂର୍ବରୁ ମୋଦି ପ୍ରଥମେ ତାଙ୍କ ମା ହୀରା ବେନଙ୍କୁ ଭେଟି ଆଶୀର୍ବାଦ ନେବେ। ଆସନ୍ତାକାଲି ଏଥିପାଇଁ ଗୁଜରାଟ ଯିବେ ବୋଲି ଟ୍ୱିଟ୍ କରି କହିଛନ୍ତି ମୋଦି। ଏହାପରେ ସୋମବାର ତାଙ୍କ ନିର୍ବାଚନମଣ୍ଡଳୀ ବନାରସ ଯାଇ ଲୋକଙ୍କୁ ଧନ୍ୟବାଦ ଦେବେ ବୋଲି ସେ କରିଥିବା ଟ୍ୱିଟରେ ଉଲ୍ଲେଖ କରିଛନ୍ତି। Will be going to Gujarat tomorrow evening, to seek blessings of my Mother. Day after tomorrow […]

modi hira ben

modi hira ben

Subhransu Sekhar
  • Published: Saturday, 25 May 2019
  • Updated: 25 May 2019, 02:08 PM IST

Sports

Latest News

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଭାବରେ  ଶପଥ ନେବା ପୂର୍ବରୁ ମୋଦି ପ୍ରଥମେ ତାଙ୍କ ମା ହୀରା ବେନଙ୍କୁ ଭେଟି ଆଶୀର୍ବାଦ ନେବେ। ଆସନ୍ତାକାଲି ଏଥିପାଇଁ ଗୁଜରାଟ ଯିବେ ବୋଲି ଟ୍ୱିଟ୍ କରି କହିଛନ୍ତି ମୋଦି। ଏହାପରେ ସୋମବାର ତାଙ୍କ ନିର୍ବାଚନମଣ୍ଡଳୀ ବନାରସ ଯାଇ ଲୋକଙ୍କୁ ଧନ୍ୟବାଦ ଦେବେ ବୋଲି ସେ କରିଥିବା ଟ୍ୱିଟରେ ଉଲ୍ଲେଖ କରିଛନ୍ତି।

ତେବେ ଆଜି ଅପରାହ୍ନରେ ଦିଲ୍ଲୀରେ ବିଜେପି ସଂସଦୀୟ ଦଳ ବୈଠକ ବସିବ। ଏହି ବୈଠକରେ ନିର୍ବାଚିତ ହୋଇଥିବା ବିଜେପି ସାଂସଦ ମାନେ ଯୋଗ ଦେବେ। ବୈଠକରେ ନରେନ୍ଦ୍ର ମୋଦିଙ୍କୁ ବିଜେପି ସଂସଦୀୟ ଦଳର ନେତା ଭାବରେ ନିର୍ବାଚିତ କରାଯିବ। ଏହା ପରେ ଏନିଡିଏର ବୈଠକ ବସିବ। ଯେଉଁଥିରେ ବିଜେପି, ଜେଡିୟୁ, ଶିବସେନା ସମେତ ଅନ୍ୟାନ୍ୟ ସହଯୋଗୀ ଦଳର ନେତା ଯୋଗ ଦେବେ। ଏହି ବୈଠକରେ ଆଗାମୀ ସରକାରରେ କଣ ରହିବ ଆଭିମୁଖ୍ୟ ବାବଦରେ ଆଲୋଚନା ହେବ।

ମେ ୩୦ରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିପାରନ୍ତି ବୋଲି ସୂଚନା ରହିଛି। ତେବେ ଏ ନେଇ ସରକାରୀ ଭାବରେ କୌଣସି ସୂଚନା ମିଳି ନାହିଁ। ଶପଥ ସମାରୋହରେ ସାର୍କ ଦେଶର ମୁଖ୍ୟ ସାମିଲ ହେବେ ବୋଲି ସୂଚନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story