ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି କେରଳ ଉପକୂଳ ଛୁଇଁ ବର୍ଷିବ ମୌସୁମୀ। ଗୁରୁବାର ମୌସୁମୀ କେରଳ ଛୁଇଁସାରିଥିବା ବେଳେ ଆସନ୍ତାକାଲି ଏହା ସକ୍ରିୟ ହେବ ବୋଲି ଜଣାପଡ଼ିଛି। ଏବେ ଦୁଇ ତିନି ଦିନ ଓଡ଼ିଶାରେ ପାଗ ମେଘୁଆ ରହିବ। ତେବେ ଇତିମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ବର୍ଷାକୁ ପ୍ରାକ୍ ମୌସୁମୀ ବର୍ଷା କହିହେବ ନାହିଁ ବୋଲି ଆଇଏମଡିର ବରିଷ୍ଠ ପାଣିପାଗ ବିଜ୍ଞାନୀ ସୋମା ସେନ୍ ରାୟ କହିଛନ୍ତି। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁଁ ଏଭଳି ବର୍ଷା ହେଉଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ଓଡ଼ିଶାରେ ପ୍ରାକ ମୌସୁମୀ ବର୍ଷା ହୋଇନଥିବା ବେଳେ ଉତ୍ତର ପ୍ରଦେଶ ଓ ଉତ୍ତରାଖଣ୍ଡରେ କିନ୍ତୁ ଗତକାଲି ପ୍ରବଳ ବର୍ଷା ଗତକାଲିଠୁ ଆରମ୍ଭ ହୋଇଛି। ଝଡ଼ ତୋଫାନ ଓ ବଜ୍ରପାତ ହେବା ଫଳରେ ଏହି ଦୁଇ ରାଜ୍ୟରେ ୧୯ ଜଣଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି। ସେହିପରି ରାଜସ୍ଥାନ, ମହାରାଷ୍ଟ୍ରରେ ମୌସୁମୀ ଜନିତ ବର୍ଷା ହେବାକୁ ଆହୁରି ସାତ ଦିନ ସମୟ ଲାଗିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାମା ମସଜିଦର ସର୍ଭେ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ମସଜିଦ ସର୍ଭେକୁ ବିରୋଧ କରି ବ୍ୟାପକ ପୋଡ଼ାଜଳା ମଧ୍ୟ ହୋଇଛି। ଏଥିରେ ଜଣେ ଏସ୍ପି, ଇନ୍ସ୍ପେକ୍ଟର ସମେତ ଅନେକ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି।
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୁମ୍ବାଇ ମୁହାଁ ମହାୟୁତି ବିଧାୟକ
ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବା ପରେ ମହାୟୁତି ସମସ୍ତ ବିଜୟୀ ବିଧାୟକଙ୍କୁ ମୁମ୍ବାଇରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଛି।
National
ବିଜୟ ଉତ୍ସବ ବେଳେ ଲାଗିଲା ନିଆଁ, ଜଳିଗଲେ ସ୍ୱାଧୀନ ପ୍ରାର୍ଥୀଙ୍କ ସମେତ ମହିଳା
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ରେଜଲ୍ଟ ଘୋଷଣା ପରେ ବିଜୟ ଉତ୍ସବ ପାଳନ କରିଛନ୍ତି ନବନିର୍ବାଚିତ ପ୍ରାର୍ଥୀ। ତେବେ ଏହି ବିଜୟ ଉତ୍ସବ ବେଳେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ।
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।